Odia News Portal
Yearly Archives

2024

ଜେରା ପାଇଁ ୨ ଏନ୍‌ଆଇଏ ଅଧିକାରୀଙ୍କୁ ପ.ବଙ୍ଗ ପୁଲିସର ନୋଟିସ୍‌

ଗତ ଶନିବାର ଦିନ ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଅନ୍ତର୍ଗତ ଭୂପତିନଗର ଅଞ୍ଚଳରେ ଶନିବାର ଦିନ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଟିମ୍ ଉପରେ ଆକ୍ରମଣ ହୋଇଥିଲା । କିଛି ଦୁର୍ବୃତ୍ତ ଏନ୍‌ଆଇଏ ଅଧିକାରୀଙ୍କ ଟିମ୍‌କୁ ଘେରିଯାଇ ସେମାନଙ୍କୁ ଟଣାଘୋଷରା କରିବା ସହ ମାଡ଼ ମାରିଥିବା

ଇସ୍ତଫା ଦେଲେ ପିପିବିଏଲ ସିଇଓ ସୁରିନ୍ଦର ଚାୱାଲା

ଗତ କିଛି ଦିନ ଧରି ସମସ୍ୟା ଘେରରେ ଛନ୍ଦି ହୋଇ ରହିଛି ପେଟିଏମ ପେମେଣ୍ଟ ବ୍ୟାଙ୍କ । ଏହାରିଭିତରେ କମ୍ପାନୀକୁ ଲାଗିଛି ବଡ ଝଟକା । ପେଟିଏମ ପେମେଣ୍ଟସ ବ୍ୟାଙ୍କର ସିଇଓ ଓ ଏମଡି ପଦରୁ ଇସ୍ତଫା ଦେଇଛନ୍ତି ସୁରିନ୍ଦର ଚାୱାଲା । ଏନେଇ ପେଟିଏମ ପକ୍ଷରୁ ସୂଚନା ଦିଆଯାଇଛି । ସେୟାର ବଜାର ବନ୍ଦ

ବିଜେଡିର ୩୮ ଜଣିଆ ନିର୍ବାଚନ ଇସ୍ତାହାର କମିଟି ଗଠିତ : ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ, ୬ ସହ- ଅଧ୍ୟକ୍ଷ

ନିର୍ବାଚନ ପାଇଁ ୩୮ ଜଣିଆ ଇସ୍ତାହାର କମିଟି ଗଠନ କରିଛି ବିଜେଡି । ଚନ୍ଦ୍ରଶେଖର ସାହୁ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ୬ ଜଣ ସହ ଅଧ୍ୟକ୍ଷ ରହିଛନ୍ତି। ସେମାନେ ହେଲେ ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ସୁଦାମ ମାର୍ଣ୍ଡି, ମଙ୍ଗଳା କିଷାନ, ପଦ୍ମନାଭ ବେହେରା ଓ କସ୍ତୁରୀ ମହାପାତ୍ର।

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

 ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ଚାରି ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଶ୍ରୀଜିଉଙ୍କ ବନକଲାଗି ନୀତି ହେବ । ଏହି ନୀତି ହେତୁ ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ

ଗନ୍ଧମାର୍ଦ୍ଦନ ପର୍ବତରେ ସୁରକ୍ଷାକର୍ମୀ-ମାଓ ମୁହାମୁହିଁ, ଗୁଳି ବିନିମୟ ଜାରି

ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବରଗଡ଼ ଜିଲ୍ଲାର ଗନ୍ଧମାର୍ଦ୍ଦନ ପାହାଡ଼ରେ ପୋଲିସ ଓ ମାଓ ଗୁଳିବିନିମୟ । ଗତକାଲି ବିଳମ୍ବିତ ରାତିରୁ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଛି । ଏହି ଅଞ୍ଚଳରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ମାଓବାଦୀ । ସୂଚନା ମୁତାବକ, ଗନ୍ଧମାର୍ଦ୍ଦନ

ରାଜଧାନୀରେ ପୁଣି କଳା କାଚ ଧରପଗଡ

ରାଜଧାନୀକୁ ପୁଣି ଫେରିଲା କଳା କାଚ ଚେକିଂ ଅଭିଯାନ । ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ କମିଶନରେଟ୍ ପୋଲିସ ପକ୍ଷରୁ ଚେକିଂକୁ କଡ଼ାକଡ଼ି କରାଯାଇଛି । ଟ୍ରାଫିକ ପୋଲିସ ଓ ଆରଟିଓ ପକ୍ଷରୁ ହେଲା ଜଏଣ୍ଟ ରେଡ୍ । ଗାଡ଼ି ଅଟକାଇ କଳା ଜରି ବାହାର କଲେ ପୋଲିସ ବାବୁ । ପୋଲିସ ଅଧିକାରୀଙ୍କ

କେଜ୍ରିୱାଲଙ୍କ ଆବେଦନ ଉପରେ ଆଜି ଆସିବ ହାଇକୋର୍ଟ ରାୟ

ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ବାରା ତାଙ୍କ ଗିରଫଦାରି ବିରୋଧରେ କେଜ୍ରିୱାଲଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଆଜି ରାୟ ଶୁଣାଇବେ । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ଗତ ସପ୍ତାହରେ କୋର୍ଟ ନିଜ ରାୟ ସଂରକ୍ଷିତ ରଖିଥିଲେ। ଜଷ୍ଟିସ୍ ସ୍ୱର୍ଣ୍ଣକାନ୍ତ

ରାଜଧାନୀରୁ ମିଳିଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ

ରାଜଧାନୀରୁ ଉଦ୍ଧାର ହେଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ । ଭୁବନେଶ୍ୱର ପୁରୁଣା ବିଏମ୍‌ସି ଅଫିସ୍ ପଛ ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ

ନିର୍ବାଚନ ଲଢ଼ିପାରିବେ ଦିଲ୍ଲୀପ ରାୟ

କୋଇଲା ଦୁର୍ନୀତିରେ ଫସିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଛି ଆଶ୍ୱସ୍ତି । ୪ ବର୍ଷ ତଳେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ କୋର୍ଟ ତାଙ୍କୁ ୩ ବର୍ଷ ଜେଲଦଣ୍ଡ ଏବଂ ୧୦ ଲକ୍ଷ ଟଙ୍କା ଜରିମାନା ଆଦେଶ ଦେଇଥିଲେ । ଏହା ତାଙ୍କର ଭବିଷ୍ୟତ ରାଜନୈତିକ କ୍ୟାରିୟରକୁ ଅନ୍ଧାରକୁ ଟାଣି

 ସୁର, କହିଲେ ମୁଁ ଗୋଟା ପଣେ କଂଗ୍ରେସର

ମୁଁ ଗୋଟା ପଣେ କଂଗ୍ରେସର, ମଲା ପର୍ଯ୍ୟନ୍ତ ବି କଂଗ୍ରେସରେ ରହିବି । କଂଗ୍ରେସ ତରଫରୁ ଜାରି ହୋଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଛନ୍ତି ବିଧାୟକ ସୁର ରାଉତରାୟ । ସୁର କହିଛନ୍ତି ଯେ, ମୁଁ କୌଣସି ଦଳ ପାଇଁ ପ୍ରଚାର କରିନାହିଁ । କୌଣସି ଦଳର ରାଲି କିମ୍ବା ସଭାକୁ ମଧ୍ୟ ଯାଇନାହିଁ ।