Odia News Portal
Yearly Archives

2024

ଆଉ ୯ ପ୍ରାର୍ଥୀ ଘୋଷଣା କଲେ ନବୀନ

ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବିଜେଡି ଆଜି ତୃତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ବିଜେଡି ସୁପ୍ରିମୋ ନବୀନ ପଟନାୟକ ଗୋଟିଏ ଭିଡିଓ ବାର୍ତ୍ତା ଜାରି କରି ୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ୧)ରେଙ୍ଗାଲି-ସୁଦର୍ଶନ ହରିପାଲ୨)ରାଉଲକେଲା-ଶାରଦା

ଜଳୁଛି ରାଜଧାନୀ : ଭୁବନେଶ୍ୱର ୪୪ ଡିଗ୍ରୀ

 ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ।ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଥିବାବେଳେ ଏବେ ୪୪ଡିଗ୍ରୀରେ ପହଞ୍ଚିଛି ।ଏହା ସର୍ବାଧିକ ତାପମାତ୍ରା ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର

୩୦କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ବ୍ଲକ ଅନ୍ତର୍ଗତ ତାଲାରିମାହା ପଞ୍ଚାୟତର ଜବେଡି ଠାରେ ସ୍ଥାନୀୟ ପୁଲିସ୍ ଏସ୍‌ଆଇ ଅନନ୍ତ ପ୍ରଧାନଙ୍କ ନେତୃତ୍ୱରେ ଏକ ପୁଲିସ ଟିମ୍ ପାଟ୍ରୋଲିଙ୍ଗ୍ କରୁଥିବା ବେଳେ ଫିରିଙ୍ଗିଆ ଠାରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ଏକ ମାରୁତି ସୁଜୁକି (ଓଡି ୦୨ ସିଏନ୍‌

ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବାକୁ ହୋଇଥିବା ଆବେଦନ ଖାରଜ

ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପଦରୁ ବାହାର କରିବା ପାଇଁ କରାଯାଇଥିବା ଆବେଦନ ଖାରଜ। ଆଜି ଦିଲ୍ଲୀ ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି। ମଦ ନୀତି ଦୁର୍ନୀତି ମାମଲାରେ କେଜ୍ରିୱାଲ ଗିରଫ ହୋଇଥିବାରୁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ

ବିଜେଡିରେ ମିଶିଲେ ରାମ ଚନ୍ଦ୍ର ପାଙ୍ଗି

ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ କୋଟିଆ ବ୍ଲକର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର ପାଙ୍ଗି। ସେହିପରି କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ଅଭିରାମ ହଁତାଲ। ଅବସରପ୍ରାପ୍ତ ପ୍ରଶାସକ ତିଲକ ହେମନ୍ଦୁ, ମକୁନ୍ଦ ନାୟକ, ଉପେନ୍ଦ୍ର

ନବୀନ ନିବାସରେ ପୁଣି ଗହଳି

ନବୀନ ନିବାସରେ ପୁଣି ଗହଳି । ଶେଷ ମୁହୁର୍ତ୍ତରେ ଟିକେଟ ପାଇଁ ଲବି କରୁଛନ୍ତି ଆଶାୟୀ । ଏପର୍ୟ୍ୟନ୍ତ ବିଭିନ୍ନ ପର୍ୟ୍ୟାୟରେ ୯୯ଟି ବିଧାନସଭା ପାଇଁ ପ୍ରାର୍ଥୀଙ୍କ ନା ଘୋଷଣା ସରିଥିବା ବେଳେ ୨୦ଟି ଲୋକସଭା ପାଇଁ ପ୍ରାର୍ଥୀ ନା ଘୋଷଣା କରିସାରିଛି ଦଳ । ଏବେ ଆହୁରି ପ୍ରାର୍ଥୀଙ୍କ ନା ଘୋଷଣା

ବିଜେଡିର ୨୭ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା

ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବିଜେଡି ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ବିଜେଡି ସୁପ୍ରିମୋ ନବୀନ ପଟନାୟକ ଗୋଟିଏ ଭିଡିଓ ବାର୍ତ୍ତା ଜାରି କରି ୨୭ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା

ବିଜେଡିର ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା

ବିଜୁ ଜନତା ଦଳ ତୃତୀୟ ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଏହି ଟିକେଟ୍‌ ଘୋଷଣା କରିଛନ୍ତି।୧)ବଲାଙ୍ଗିର- ସୁରେନ୍ଦ୍ର ସିଂ ଭୋଇ୨) ଭଦ୍ରକ- ମଞ୍ଜୁୁଲତା ମଣ୍ଡଳ୩)ବରଗଡ-ପରିଣୀତା ମିଶ୍ର୪)ବ୍ରହ୍ମପୁର-ଭୃଗୁ

ବିଜେଡିରେ ପ୍ରକାଶ ବେହେରା

ଆଜି ବିଜେଡିରେ ମିଶିଛନ୍ତି ପ୍ରକାଶ ବେହେରା । ସାଲେପୁରର ପୂର୍ବତନ ବିଧାୟକ ତଥା କଟକ ଜିଲା ଭାଜପାର ପୂର୍ବତନ ସଭାପତି । ବୁଧବାର ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେଡିରେ ମିଶିଛନ୍ତି। ସେପଟେ ସାଲେପୁରରୁ ପ୍ରକାଶ ନା ପ୍ରଶାନ୍ତ, କାହାକୁ ମିଳିବ ଟିକେଟ, ଏନେଇ ରାଜନୀତି ସରଗରମ ହୋଇଛି ।

ବିଜେପି ଛାଡିଲେ ଭୃଗୁ ବକ୍ସିପାତ୍ର

 ବିଜେପିରୁ ଇସ୍ତଫା ଦେଲେ ଭୃଗୁ ବକ୍ସିପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର । ୨୦୧୯ରେ ବିଜେପିର ଲୋକସଭା ପ୍ରାର୍ଥୀ ହୋଇଥିଲେ । ହେଲେ ଚଳିତ ଥର ତାଙ୍କୁ ଟିକେଟ ଦେଇନି ଦଳ । ବୋଧହୁଏ ଅସନ୍ତୋଷ ଜାହିର କରି ସେ ଦଳରୁ