Odia News Portal
Yearly Archives

2024

ଉମରକୋଟରେ ପହଁଚିଲେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା

ଓଡ଼ିଶାରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ନବରଙ୍ଗପୁରର ଉମରକୋଟରେ ପହଞ୍ଚିଛନ୍ତି ସେ। ଉମରକୋଟ ବିଜୁ ପଟ୍ଟନାୟକ ପାର୍କରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ ସେ ଉମରକୋଟ ସହର ପରିକ୍ରମା କରିଥିଲେ। ଏକ ଚା’ ଦୋକାନରେ ବସି ବିଜେପି କର୍ମୀଙ୍କ ସହ ଚା’

ସାଧାରଣ ନିର୍ବାଚନ ୨୦୨୪ ସଂକ୍ରାନ୍ତିୟ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଥିବା ସମ୍ମିଳନୀ କକ୍ଷରେ ସାଧାରଣ ନିର୍ବାଚନ ୨୦୨୪ ସଂକ୍ରାନ୍ତିୟ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲାପାଳ ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲା ମୁଖ୍ୟ ନିର୍ବାହୀ

ତ୍ରିକୋଣୀୟ ପ୍ରେମ ଜନିତ ହତ୍ୟାକାଣ୍ଡର ୨ ଅଭିଯୁକ୍ତ ଗିରଫ

ତ୍ରିକୋଣୀୟ ପ୍ରେମକୁ ନେଇ ରାଜଧାନୀରେ ହୋଇଥିବା ହତ୍ୟାକାଣ୍ଡ ଦୁଇ ଅଭିଯୁକ୍ତଙ୍କୁ ଲକ୍ଷ୍ମୀସାଗର ଥାନା ପୁଲିସ ଆଜି ଗିରଫ କରିଛି । ଗିରଫ ଦୁଇ ଜଣ ହେଲେ କ୍ୟାପିଟାଲ ଥାନା ଅଞ୍ଚଳର କାହ୍ନା ପ୍ରଧାନ ଓରଫ ପିଙ୍କୁ(୨୦) ଏବଂ ଲକ୍ଷ୍ମୀସାଗର ଥାନା ଅଞ୍ଚଳର ନିହାରିକା ଦାସ(୨୦) । ଖବର ମୁତାବକ

ଓଡ଼ିଶାରରେ ନମ୍ୱର ୧ କ୍ୟାପିଟାଲ ହସ୍ପିଟାଲ

 ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ଆଉ ଏକ ଫର୍ଦ୍ଦ ଯୋଡ଼ିଲା ପିଜିଆଇଏମ୍‌‌ଇଆର ଆଣ୍ଡ୍‌‌ କ୍ୟାପିଟାଲ ହସ୍ପିଟାଲ। ଓଡ଼ିଶାର ୧ ନମ୍ୱର ଡାକ୍ତରଖାନା ଭାବେ ସାରା ଭାରତବର୍ଷରେ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ। ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ଜାତୀୟ ଗୁଣାତ୍ମକ ଆସ୍ୟୁରାନ୍‌‌ସ୍‌‌

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ମିଳିଲା ଆଶ୍ୱସ୍ତି। ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଦେଲେ ସୁପ୍ରିମକୋର୍ଟ। ଦୁଇ ସପ୍ତାହ ତଳେ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଥିଲେ ହାଇକୋର୍ଟ। ତାଙ୍କ ବିରୋଧରେ ଆସିଥିବା ନିର୍ବାଚନୀ ଅନିୟମିତତା

ହାଇକୋର୍ଟରେ ଗଲେ ସୋମାଲିକା

ପୁଣି ବିଜେଡି ବିଧାୟକ ବିଜୟ ଶଙ୍କରଙ୍କ ନାଁରେ ହାଇକୋର୍ଟରେ ମାମଲା । ଜଗତସିଂହପୁର ଥାନା ପୁଲିସର ନିଷ୍କ୍ରିୟତା ନେଇ ହାଇକୋର୍ଟରେ ମାମଲା କରିଛନ୍ତି ବିଧାୟକଙ୍କ ବାନ୍ଧବୀ ସୋମାଲିକା । ମାମଲାରେ ବିଧାୟକ ବିଜୟ ଶଙ୍କର ଦାଶ ଓ ଜଗତସିଂହପୁର ଏସପିଙ୍କ ସମେତ ୫ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ନର୍ସରୀରୁ ନାବାଳିକାର ମୃତଦେହ ଉଦ୍ଧାର

ରାୟଗଡା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗଚ ବାଇନିବାସ ନର୍ସରୀ ନିକଟରୁ ଜଣେ ନାବାଳିକାର ମୃତଦେହ ଉଦ୍ଧାର କରାଯାଇଛି । ନାବାଳିକାକୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ସୂଚନା ଅନୁସାରେ ବାଇନିବାସ ଗାଁର ୪ର୍ଥ ଶ୍ରେଣୀ ଛାତ୍ର ୧୨ ଦିନ ହେବ ନିଖୋଜ ଥିଲେ । ରାତିରେ

ଏସବିଆଇକୁ ପୁଣି ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନିର୍ବାଚନୀ ବଣ୍ଡ୍ ନମ୍ବର ପ୍ରକାଶ କରିନଥିବାରୁ ସୁପ୍ରିମକୋର୍ଟ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ)କୁ ଭର୍ତ୍ସନା କରିଛନ୍ତି । ବଣ୍ଡ୍ ତଥ୍ୟ ପ୍ରକାଶ କରିବାରେ ଏସବିଆଇ ଚୟନାତ୍ମକ ଆଭିମୁଖ୍ୟ ଗ୍ରହଣୀୟ ନୁହେଁ । ନିର୍ବାଚନୀ ବଣ୍ଡର ‘ୟୁନିକ ଆଲଫା ନ୍ୟୁମେରିକ୍ ନମ୍ବର’ ସହ

ଆଜି ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ ଡାକରା

ଆଜି ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ ଡାକରା । ରେଳ ସଂଯୋଗୀକରଣକୁ ବିରୋଧ କରି ବନ୍ଦ ଡାକରା ଦେଇଛି ଜିଲ୍ଲା ଟ୍ରକ ମାଲିକ ସଂଘ । ଏହାର ପ୍ରଭାବରେ ଜିଲ୍ଲାର ସମସ୍ତ ସରକାରୀ କାର୍ୟ୍ୟାଳୟ, ବେସରକାରୀ ସଂସ୍ଥା, ରେଳ ଯୋଗାଯୋଗ ଆଦି ବନ୍ଦ ରହିଛି । ସହରର ସମସ୍ତ ଦାକାନ ବଜାର ବନ୍ଦ ରହିଥିବା ବେଳେ

ବିଜେଡିରେ ମିଶିଲେ କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଜଗତସିଂହପୁର ଜିଲ୍ଲାର କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ଆଜି ବିଜେଡିରେ ସାମିଲ ହୋଇଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗ ଦେଇଛନ୍ତି । ସେ ବର୍ତ୍ତମାନ ପାରାଦ୍ୱୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ଅଛନ୍ତି । ତାଙ୍କ ସମର୍ଥନରେ