Odia News Portal
Yearly Archives

2024

ଏସସିବିରେ ହେଲା ବିରଳ ଅସ୍ତ୍ରୋପଚାର ‘ଭାସକୁଲାରାଇଜଡ୍’ ଲିମ୍ପନୋଡ଼ ଟ୍ରାନ୍ସଫର’

କଟକ ବଡ଼ ମେଡିକାଲରେ ବିରଳ ଅପରେସନ୍ ହୋଇଛି। କଟକ SCB ମେଡିକାଲ କଲେଜ ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ଏକ ନୂତନ ଓ ବିରଳ ଅସ୍ତ୍ରୋପଚାର କରାଯାଇଛି। ଏହାର ନାଁ ହେଲା ‘ଭାସକୁଲାରାଇଜଡ୍’ ଲିମ୍ପନୋଡ଼ ଟ୍ରାନ୍ସଫର’। ଏପରି ଅପରେସନ୍ ରାଜ୍ୟରେ ପ୍ରଥମ ବୋଲି କହିଛନ୍ତି ବିଭାଗୀୟ ମୁଖ୍ୟ। ୧୫

ପତ୍ନୀହନ୍ତାର ଆଜୀବନ ଦଣ୍ଡାଦେଶ ହାଇକୋର୍ଟରେ କାଏମ୍‌

ପତ୍ନୀଙ୍କୁ ହତ୍ୟା କରିବା ଘଟଣାରେ ନିମ୍ନ ଅଦାଲତ ପ୍ରଦାନ କରିଥିବା ଆଜୀବନ ଦଣ୍ଡାଦେଶକୁ ହାଇକୋର୍ଟ କାଏମ୍ ରଖିଛନ୍ତି । ଆସାମୀ ତଥା ମାମଲାର ଆବେଦନକାରୀ ପ୍ରଫୁଲ ପାତ୍ର ପକ୍ଷରୁ ଆଗତ ଏକ ଅପିଲ୍‌ର ଶୁଣାଣିକରି ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ଓ ବିଚାରପତି ଏସ୍‌.କେ. ମିଶ୍ରଙ୍କୁ

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏୟାରଲିଫ୍ଟ କରାଯାଉଛି। ସମ୍ବଲପୁର ମେଡିକାଲରୁ ବର୍ତ୍ତମାନ ତାଙ୍କୁ ଭୁବନେଶ୍ୱରକୁ ଏୟାର ଲିଫ୍ଟ କରାଯାଉଥିବା ଦେଖିବାକୁ ମିଳିଛି। ସୂଚନା ଥାଉକି, ଗତକାଲି ବିଳମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଶିକାର

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗଳାକାଟି ହତ୍ୟା

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ବୀଭତ୍ସ ହତ୍ୟା । ଗଳା କାଟି ହତ୍ୟା କଲେ ଦୁର୍ବୃତ୍ତ । ଗାଁ ସ୍କୁଲରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲାର ଧରୁଆଡିହି ଥାନା କୁଲଟା ପଞ୍ଚାୟତ ଲମଟି ଗାଁରେ । ମୃତକ ହେଲେ ଲମଟି ଗାଁର ୪୯ ବର୍ଷୀୟ ଦେବାନନ୍ଦ ସୁନ୍ୟାନି

ବରଗଡ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ

ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ। ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍‌ ପାଇଁ ପାଣ୍ଠି

ବିଜେଡି ଛାଡ଼ିଲେ ଅରିନ୍ଦମ ରାୟ

ବିଜେଡିରୁ ଆଜି ଇସ୍ତଫା ଦେଇଛନ୍ତି ଅଭିନେତା ତଥା ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଭିଣୋଇ ଅରିନ୍ଦମ ରାୟ। ସେ ଦଳର ସାଧାରଣ ସଂପାଦକ ପଦ ସହିତ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ

ରାଜ୍ୟ କଂଗ୍ରେସର ନିର୍ବାଚନୀ ଇସ୍ତାହାର

ଓଡ଼ିଶାରେ ତେଲେଙ୍ଗାନା ଫର୍ମୁଲା ଆପଣାଇଲା କଂଗ୍ରେସ। ରାଜ୍ୟ କଂଗ୍ରେସ ଆଜି ଘୋଷଣା କରିଛି ନିଜ ନିର୍ବାଚନ ଇସ୍ତାହାର। ବିଜେପି ‘ମୋଦି ଗ୍ୟାରେଣ୍ଟି’ ଦେଇଥିବା ବେଳେ କଂଗ୍ରେସ ଏହାକୁ ଚେକ ଦେବାକୁ ଚେଷ୍ଟା କରିଛି। ସେଥିପାଇଁ ୯ଟି ଗ୍ୟାରେଣ୍ଟି ଲଞ୍ଚ କରିଛି। ଫୋକସରେ ରହିଛି ମହିଳା, କୃଷକ,

ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ

ଆସନ୍ତାକାଲି ପ୍ରକାଶ ପାଇବ ନିର୍ବାଚନ ତାରିଖ। ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯିବ। ଏହି ସମୟରେ ମୁଖ୍ୟ ନିର୍ବାଚନ କମିଶନ

ସଡ଼କ ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଆହତ

ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ସଡ଼କ ଦୁର୍ଘଟଣାରେ ଆହତ। ତାଙ୍କୁ ସମ୍ବଲପୁର ବିକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରେଢ଼ାଖୋଲ ନିକଟସ୍ଥ ବେଲୋଡ଼ିହିରେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ଆହତ ହୋଇଛନ୍ତି ପ୍ରସନ୍ନ। ସୂଚନା ଅନୁସାରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନ

ମମତାଙ୍କ ମୁଣ୍ଡରେ ଲାଗିଲା ଗଭୀର ଆଘାତ, ହସ୍ପିଟାଲରେ ହେଲେ ଭର୍ତ୍ତି

ଆହତ ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଜଣାପଡିଛି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ତୃଳମୂଳ କଂଗ୍ରେସ ସୋସିଆଲ ମିଡିଆ ଏକ୍ସରେ ଫଟୋ ଶେୟାର କରି ଏହି ସୂଚନା ଦେଇଛି। ଫଟୋରେ ମମତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ