Odia News Portal
Yearly Archives

2024

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍‌ ଗେଟ୍ସ

ଦିନିକିଆ ଓଡିଶା ଗସ୍ତରେ ଆସିଥିବା ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ନିବାସରେ ଆଜି ଅପରାହ୍ନରେ ଉଭୟଙ୍କର ସୌଜନ୍ୟମୂଳକ ସାକ୍ଷାତ ହୋଇଛି । ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି ବିଲ୍‌

ବେଆଇନ ଖଣି ଲିଜ୍ ମାମଲାରେ ଅଖିଳେଶ ଯାଦବଙ୍କୁ ସିବିଆଇ ସମନ

ବେଆଇନ ଖଣି ମାମଲାରେ ଏଫ୍ଆଇଆର୍ ରୁଜୁ କରିବାର ୫ ବର୍ଷ ପରେ ସିବିଆଇ ଗୁରୁବାର ସମାଜବାଦୀ ପାର୍ଟି (ଏସପି) ସଭାପତି ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କୁ ସମନ ଜାରି କରିଛି । ଏହି ମାମଲାରେ ତାଙ୍କୁ ଜଣେ ସାକ୍ଷୀ ଭାବେ ଜେରା କରିବାକୁ ଡକାଇଛି ସିବିଆଇ ।

କୃଷି ଭବନରେ ବିଲ୍‌ ଗେଟ୍‌ସ; ବିଭିନ୍ନ ଯୋଜନାର କଲେ ଅନୁଧ୍ୟାନ

ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ । ଏହି ଅବସରରେ କୃଷି ଭବନ ବୁଲି ଦେଖିଲେ ବିଲ୍‌ ଗେଟ୍‌ସ । ଏଥିସହ କୃଷି ବିଭାଗ ଅଧୀନରେ ଥିବା ବିଭିନ୍ନ ଯୋଜନାର ମଧ୍ୟ ଅନୁଧ୍ୟାନ କରିଛନ୍ତି ବିଲ୍‌ ଗେଟ୍‌ସ । ବୈଷୟିକ ପ୍ରଣାଳୀରେ ଚାଷୀଙ୍କ ଉନ୍ନତି ନେଇ ଆଲୋଚନା କରିଛନ୍ତି ।

ବାଲେଶ୍ବରକୁ ବଡ଼ ଭେଟି, ସ୍ବପ୍ନର ପ୍ରକଳ୍ପ ମନ୍ମଥ-ମନୋଜ ସ୍ମାରକୀ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ମନ୍ମଥ- ମନୋଜ ସ୍ମାରକୀ। ଆଜି ଏହାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଐତିହାସିକ ମନ୍ମଥନାଥ ଦାସ ଓ କଥାକାର ମନୋଜ ଦାସଙ୍କ ଏନ୍ତୁଡ଼ିଶାଳକୁ ଐତିହ୍ୟ ସ୍ମାରକୀର ରୂପ ଦିଆଯାଇଛି। ବାଲେଶ୍ୱର ସଂଖାରୀରେ

ଭୁବନେଶ୍ୱରରେ ବିଲ୍ ଗେଟ୍ସ, କୃଷି ଭବନ ପରିଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ

ଭୁବନେଶ୍ବରରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ। ଆଜି ସେ କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ

ମିଶନ ଗଗନଯାନ: ଏହି ୪ ମହାକାଶଚାରୀଙ୍କ ନାମ ଘୋଷଣା

ଚନ୍ଦ୍ର ଏବଂ ସୂର୍ୟ୍ୟ ପରେ ଭାରତ ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ। ବାସ୍ତବରେ, ଭାରତୀୟ ସ୍ପେସ ଏଜେନ୍ସି ଇସ୍ରୋ ଏହାର ଗଗନଯାନ ମିଶନ ଉପରେ କାମ କରୁଛି। ଚନ୍ଦ୍ରୟାନ ଏବଂ ଆଦିତ୍ୟ ଏଲ୍‌-୧ର ସଫଳତା ପରେ ଏହି ମିଶନ ଇକେସ୍ରାକୁ ଆହୁରି ଅଧିକ ଉଚ୍ଚତାକୁ ନେଇଯିବ।

ବଦଳିଲେ ୨୨ ପୌର କାର୍ୟ୍ୟନିର୍ବାହୀ ଅଧିକାରୀ

ସାଧାରଣ ନିର୍ବାଚନ ପୂର୍ବରୁ  ରାଜ୍ୟ ସରକାର ୨୨ଜଣ ପୌର କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ବଦଳି କରିଛନ୍ତି । କୌଣସି ଅଫିସର ଅବା କର୍ମଚାରୀ ନିଜ ସଂସଦୀୟ କ୍ଷେତ୍ରରେ କାର୍ୟ୍ୟ ପାରିବେ ନାହିଁ ବୋଲି ଗତ ୨୪ତାରିଖରେ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଗୃହନିର୍ମାଣ ଓ

ମିଶନ ଶକ୍ତି ମା’ମାନଙ୍କ ପାଇଁ ୩ଟି ବଡ଼ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

 ମିଶନ ଶକ୍ତି ମା’ମାନଙ୍କ ପାଇଁ ୩ଟି ବଡ଼ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ଶକ୍ତି ବଜାରର ଶୁଭାରମ୍ଭ କରିଛନ୍ତି । ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମିଶନ ଶକ୍ତି ଋଣ ମିଳିବ ମା’ମାନଙ୍କୁ । ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା

କୋର୍ଟରେ ହାଜର ହେଲେ ସୋମାଲିକା

ଜଗତସିଂହପୁର ଏସ୍‌ଡିଜେଏମ୍ କୋର୍ଟରେ ହାଜର ହେଲେ ସୋମାଲିକା । ପୋଲିସ ଚାର୍ଜସିଟ୍ ଉପରେ ତିର୍ତ୍ତୋଲ ବିଧାୟକଙ୍କ ବାନ୍ଧବୀ ସୋମାଲିକାଙ୍କୁ କୋର୍ଟଙ୍କ ନୋଟିସ୍ କ୍ରମେ ସେ ମଙ୍ଗଳବାର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି । ସୋମାଲିକା କୋର୍ଟରେ ହାଜର ହୋଇ ପ୍ରୋଟେଷ୍ଟ ଫାଇଲ ଦାଖଲ କରିଛନ୍ତି