ବେଆଇନ କଂସେଇଖାନା ମାମଲା ସମ୍ପର୍କରେ ସତ୍ୟପାଠ ଦାଖଲ
କଟକ ସହରରେ ଦିନକୁ ଦିନ ବୃଦ୍ଧି ପାଉଥିବା ବେଆଇନ କଂସେଇଖାନା ସମ୍ପର୍କିତ ମାମଲାର ଆଜି ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍ ରଞ୍ଜନ ଷଡଙ୍ଗୀ ଓ ବିଚାରପତି ଏମ୍.ଏସ୍ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଶୁଣାଣି ହୋଇଯାଇଛି । କଟକ ମହାନଗର ନିଗମ ପକ୍ଷରୁ ଏହି ମାମଲାରେ!-->…
