ଲୋକାର୍ପଣ ହେଲା ମା’ ସମଲେଇ ପ୍ରକଳ୍ପ
ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ରୂପାନ୍ତରିତ ମନ୍ଦିର ଓ ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଏହାକୁ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ପ୍ରକାଶ ଯେ!-->…
