Odia News Portal
Yearly Archives

2024

ଆସନ୍ତାକାଲି ସମଲେଇ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆସନ୍ତାକାଲି ସମଲେଇ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରଙ୍ଗ ବେରଙ୍ଗ ଆଲୋକ ମାଳାରେ ସଜେଇ ହୋଇଛି ସମଲେଶ୍ୱରୀ ପୀଠ। ପଶ୍ଚିମ ଓଡ଼ିଶାର ଆରାଧ୍ୟ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି। କିପରି ଭକ୍ତମାନେ ମା’ ସମଲେଇଙ୍କୁ ସୁରକ୍ଷିତ ଭାବେ ଦର୍ଶନ

ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ସଲେଇପଦର ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଜଣେ ବାଳକକର ମୃତ ଦେହ ଆଜି ରାସ୍ତା କଡ଼ରୁ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ହେଲେ ସୁବଳୟା ଧିବରପଡାର ଡମ୍ବରୁଧର ଅଧିକାରୀ । ଅଭିଯୋଗ ଅନୁସାରେ ଗତକାଲି ସଂଧ୍ୟାରେ ଡମ୍ବରୁ ଘରୁ ବାହାରି

ସ୍ତ୍ରୀକୁ ମାରି ଜଙ୍ଗଲରେ ଫିଙ୍ଗିଲା ନୃସଂଶ ସ୍ୱାମୀ

ସ୍ତ୍ରୀକୁ ମାରି ଜଙ୍ଗଲରେ ଫିଙ୍ଗିଲା ନୃସଂଶ ସ୍ୱାମୀ । ଦାରିଙ୍ଗିବାଡି ଥାନା ବି.ଡକେବାଡି ଗାଁରେ ଘଟିଛି ଅଭାବନୀୟ ଘଟଣା । ଘରୋଇ କଳହରୁ ସ୍ତ୍ରୀକୁ ହତ୍ୟା ପରେ ମୃତଦେହକୁ ଜଙ୍ଗଲରେ ଫିଙ୍ଗିଲା ସ୍ୱାମୀ । ସୂଚନା ଅନୁସାରେ, ବଡ଼ଧାଡ଼ି ଗ୍ରାମର ମିତୁ ପ୍ରଧାନ ୭ ବର୍ଷ ପୂର୍ବରୁ ସାନ୍ତନା

ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍

ଏଥର ସାଧାରଣ ନିର୍ବାଚନରେ ଭୋଟ୍ ଦେବା ପାଇଁ ନୂଆ ବ୍ୟବସ୍ଥା । ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍ । ପୋଲିଂ ଦାୟିତ୍ୱରେ ଥିବା ସବୁ ଅଧିକାରୀ, କର୍ମଚାରୀ ସେଇଠି ଭୋଟ୍ ଦେବେ । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟଗ୍ରହଣ କେନ୍ଦ୍ର ହେବ । ୮୦

ପାଣିରେ ବୁଡି ଯାଇ ୪ ମୃତ

ଅଷ୍ଟ୍ରେଲିଆରୁ ଏକ ଦୁଃଖଦ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ପାଣିରେ ବୁଡି ଯାଇ ଅଷ୍ଟ୍ରେଲିଆରେ ୪ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ସହ ଏମାନେ ଛୁଟି କଟାଇବାକୁ ଫିଲିପ ଆଇଲ୍ୟାଣ୍ଡ ଯାଇଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଅଷ୍ଟ୍ରେଲିଆରେ ସ୍ଥିତ

ଥାନାର ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ବିଭୁକିଶୋର

ଥାନାରେ ପହଞ୍ଚିଲା ଓଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ବିଭୁକିଶୋରଙ୍କ ପାରିବାରିକ କଳି । ପ୍ରସିଦ୍ଧ କଣ୍ଠଶିଳ୍ପୀ ବିଭୁକିଶୋର, ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ରାଖୀ ଦାସ ଏବଂ ଓଡିଶାର ଜଣାଶୁଣା କଣ୍ଠଶିଳ୍ପୀ ପମି ହେଲେ ଖାରବେଳନଗର ଥାନାର ଦ୍ୱାରସ୍ଥ । ବିଭୁକିଶୋର ଓ ତାଙ୍କ ପତ୍ନୀ ବିଭୁଙ୍କ ବଡ଼

ଦିନରାତି ଯିଏ ଏକ କରି ଖଟିବ ସିଏ ଉପରକୁ ଯିବ : ପାଣ୍ଡିଆନ

ଗଜପତି ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏଠାରେ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ ।

ବଦଳିଲେ ୧୭ ଜିଲ୍ଲାପାଳ

ବଡଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୭ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି । କିଛି ଜିଲ୍ଲାପାଳଙ୍କୁ ସଚିବ ଭାବେ ପଦୋନ୍ନତି ମଧ୍ୟ ମିଳିଛି । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ମିଳିଛି । ସେହିପରି ଶ୍ରୀମନ୍ଦିର ମୁଖ୍ୟ

ଆଜି ଅପରାହ୍ନରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହେଲା ପରେ ପ୍ରଥମ ଥର ପାଇଁ ଆଜି ପୁରୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପରିକ୍ରମା ପ୍ରକଳ୍ପ ବୁଲି ଦେଖିବା ସହ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଓ ତିନିରଥ ଆଦିକୁ ନେଇ ଚାଲିଥିବା

ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଶୁଭାରମ୍ଭ ହୋଇଛି ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭ ଉଦଘାଟନ କରିଛନ୍ତି । ସ୍ବାସ୍ଥ୍ୟସେବାରେ ଏହା ହେବ ରାଜ୍ୟର ସବୁଠୁ ଅତ୍ୟାଧୁନିକ ହସ୍ପପିଟାଲ । ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ୍‌ରେ ସମସ୍ତ ବିଭାଗ ସହିତ ଅତ୍ୟାଧୁନିକ ବୈଷୟିକ