ମାର୍ଚ୍ଚ ୭ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା
ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ଏବଂ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ସେ କହିଛନ୍ତି, ଏବେ ଆବେଦନ ଲାଗି ସମୟ ଅଛି। ଏଣୁ ବ୍ୟସ୍ତ!-->!-->!-->…