ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା
ଡାକ୍ତରଙ୍କୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା। ଗର୍ଭବତୀ ମହିଳାଙ୍କଠାରୁ ୬୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ। କଳାହାଣ୍ଡି ମେଡିକାଲ କଲେଜର ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର ଡାକ୍ତର ଅଶୋକ ଦାସଙ୍କୁ ଭିଜିଲାନ୍ସ ଗିରଫ କରିବା ସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛି।
!-->!-->…