ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ
ବର୍ଷାରେ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଦେଇଛନ୍ତି। ଚାଷୀଙ୍କୁ କ୍ଷୟକ୍ଷତି ସହାୟତା ମିଳିବ ବୋଲି ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଅଦିନିଆ ବର୍ଷାରେ ହେକ୍ଟର ହେକ୍ଟର ଚାଷ ଜମୀ ନଷ୍ଟ ହୋଇଛି। ଅମଳ!-->…