Odia News Portal
Yearly Archives

2024

ଗର୍ଭବତୀ କର୍ମଚାରୀଙ୍କୁ ମେଡିକାଲ ଛାଡ଼ିଲେନି ସିଡିପିଓ; ଜନ୍ମ ପୂର୍ବରୁ ଆଖି ବୁଜିଲା ଛୁଆ

ନିଷ୍ଠୁର ହୋଇଗଲେ ସିଡିପିଓ। ମହିଳା ହୋଇ ବି ଜାଣି ପାରିଲେନି ଅନ୍ୟ ଜଣେ ଗର୍ଭବତୀ ମହିଳାଙ୍କ ଯନ୍ତ୍ରଣା। ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳାଙ୍କ କଷ୍ଟ ଦେଖି ତାଙ୍କ ହୃଦୟ ତରଳିଲା ନାହିଁ। ଆଉ ନିଜ ପଦ ତଥା କ୍ଷମତାର ଅପବ୍ୟବହାର କରି ନିଜର ଜଣେ ଅଧୀନସ୍ଥ ଗର୍ଭବତୀ ମହିଳା କର୍ମଚାରୀଙ୍କୁ ମେଡିକାଲ

ଜୟନାରାୟଣଙ୍କ ବଡ଼ ବୟାନ; କହିଲେ, ଶାହାଙ୍କ ଗୋଟିଏ ହ୍ବିସଲରେ ଭାଙ୍ଗିଯିବ ବିଜେଡି

ବିଜେଡି ଆଜି ବି ଏକ ନମ୍ବର, ଆଜି ନିର୍ବାଚନ ହେଲେ ବିଜେଡି ୧୪୦ ସିଟ୍ ଜିତିବ । ଏଭଳି ଦମ୍ଭୋକ୍ତି କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ । ତା ସହ ପ୍ରମିଳା କହିଛନ୍ତି ତାଙ୍କ ଦଳର କେହି ନେତା ବିଷୋଦଗାର କରୁନାହାଁନ୍ତି । ପ୍ରସନ୍ନ ପାଟ୍ଟଶାଣୀ

ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭାରତ ସରକାରଙ୍କ ଆୟୁଷ ମନ୍ତ୍ରାଳୟ ପକ୍ଷରୁ ସାରା ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଧନ୍ବନ୍ତରୀ ଜୟନ୍ତୀ ଉପଲକ୍ଷେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ। ଏହି ଅବସରରେ ଜଟଣୀର ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟର ଠାରେ ଓଡ଼ିଶାରେ

ଦେଶର ୪୦ଟି ସ୍ଥାନରେ ଅନୁଷ୍ଠିତ ହେବ ନିଯୁକ୍ତିମେଳା

ମଙ୍ଗଳବାର ଦେଶର ୪୦ଟି ସ୍ଥାନରେ ଅନୁଷ୍ଠିତ ହେବ ନିଯୁକ୍ତିମେଳା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ଣ ସାଢ଼େ ୧୦ଟାରେ ଆଭାସୀ ମାଧ୍ୟମରେ ୫୧,୦୦୦ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ । ଭୁବନେଶ୍ୱରରେ ହେବାକୁ ଥିବା ନିଯୁକ୍ତି ମେଳା କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ

ଏକତାର ଶପଥ ପାଠ ପରେ ଦୌଡିଲେ ମୁଖ୍ୟମନ୍ତ୍ରୀ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପୂର୍ବରୁ ‘ରନ ଫର୍‌ ୟୁନିଟି’ ମାରାଥନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଏକତାର ଶପଥ କରାଇବା ପରେ ନିଜେ ମାରାଥନ୍‌ରେ ଦୌଡିଛନ୍ତି ମୁଖ୍ୟମନ୍ତ୍ରୀ। ବେଳ ଏତିକି ନୁହେଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଭାଜପା ରାଜ୍ୟ

ଆସନ୍ତା ୨୯ରୁ ଲାଗୁ ହେବ ‘ଆୟୁଷ୍ମାନ ଭାରତ’: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆୟୁଷ୍ମାନ ଭାରତ ଯୋଜନା ଆସନ୍ତା ୨୯ତାରିଖରୁ ରାଜ୍ୟରେ କାର୍ଯ୍ୟକାରୀ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସିରେ ଓଡ଼ିଶାରେ ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ

 ନଭେମ୍ବର ୧ରୁ ଠପ୍ ହେବ ୧୦୮ ଆମ୍ବୁଲାନ୍ସ ସେବା

ନଭେମ୍ବର ୧ରେ ରାଜ୍ୟବ୍ୟାପି କାର୍ଯ୍ୟବନ୍ଦ ରଖିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଠପ୍ ହେବ ୧୦୮ ଆମ୍ବୁଲାନ୍ସ ସେବା । ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ । ଆନ୍ଦୋଳନରେ ବସିବେ ୬ ହଜାରରୁ ଉର୍ଦ୍ଧ୍ବ ଆମ୍ବୁଲାନ୍ସ କର୍ମଚାରୀ । ନୂତନ ଠିକା ସଂସ୍ଥା, ଉଦ୍ଦେଶ୍ୟମୂଳକ ଭାବେ ୨ଶହ

ଦୁର୍ନୀତିଗ୍ରସ୍ତ କୌଣସି ଅଧିକାରୀଙ୍କୁ ଘଣ୍ଟ ଘୋଡ଼ା ଯିବ ନାହିଁ : ମୁଖ୍ୟମନ୍ତ୍ରୀ

ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି ସିଧାସଳଖ ହିତାଧିକାରୀଙ୍କ ଖାତାକୁ

ଆକାଶ ମାର୍ଗରୁ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ସମୀକ୍ଷା କରିଛନ୍ତି । ଏହାସହ ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା

ଗାଁରେ ବୁଲିଛି ମହାବଳ ବାଘ 

ବାଘ ଭୟରେ ଥରହର ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଅଞ୍ଚଳ । ସଞ୍ଜ ନହେଉଣୁ ପଡ଼ିଯାଉଛି ତାଟିକବାଟ । ସାରା ରାତି ଟାୟାର ଜାଳି, ଠେଙ୍ଗା ଧରି ବାଘକୁ ଜଗୁଛନ୍ତି ଲୋକ । ଗଙ୍ଗାପୁର ପଞ୍ଚାୟତର ନରସିଂହଗଡ଼ ଗାଁରେ ବାଘ ବୁଲୁଥିବାନେଇ କିଛି ଲୋକ ଦେଖିବା ପରେ ଆତଙ୍କ ଖେଳିଯାଇଛି । ପାଦଚିହ୍ନ ଏକ