ଆଇପିଏସ୍ ସ୍ତରରେ ବଡ଼ ଅଦଳବଦଳ
ରାଜ୍ୟରେ ନୂଆ ସରକାର କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ଆଇପିଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରାଯାଇଛି। ପୂର୍ବରୁ ପୁଲିସ୍ ବିଭାଗରେ ଗୁରୁତ୍ବପୂର୍ଣ୍ଣ ପଦବିରେ ବସିଥିବା ପ୍ରଭାବଶାଳୀ ଆଇପିଏସ୍ ଅଧିକାରୀମାନଙ୍କୁ ହଟାଇ ଦିଆଯାଇଛି। ଦ୍ବୈତନଗରୀ ପୁଲିସ କମିସନର ପଦବିରୁ ସଞ୍ଜୀବ!-->…
