ଅକ୍ଟୋବର ୯ରେ ଖାତାକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ “ସୁଭଦ୍ରା ଟଙ୍କା”
ଦଶହରାରେ ସୁଭଦ୍ରା ଭେଟି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ଘୋଷଣା, ଅକ୍ଟୋବର ୯ରେ ଖାତାକୁ ଆସିବ ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ବାରିପଦାରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।
ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ମହିଳା ଏହି ଯୋଜନାରୁ ଉପକୃତ ହୋଇଥିବା!-->!-->!-->…
