ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା
					ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଆସନ୍ତାକାଲି ଓଡ଼ିଶା ଆସିବେ। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।ମନମୋହନ ସାମଲ  କହିଛନ୍ତି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସି!-->…				
						
						
			