ସଚିବସ୍ତରୀୟ କ୍ଷେତ୍ରୀୟ ଗୋଷ୍ଠୀର ସହଯୋଗ କାମନା କଲେ ମୁଖ୍ୟସଚିବ
ବିକଶିତ ଭାରତ ୨୦୪୭ ଓ ବିକଶିତ ଓଡ଼ିଶା ୨୦୩୬ ନିମନ୍ତେ ଏକ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶିକା ବା ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତି ନିମନ୍ତ ଗଠିତ ରାଜ୍ୟସ୍ତରୀୟ ପରିଚାଳନା କମିଟି(ଷ୍ଟିଅରିଂ କମିଟି)ର ପ୍ରଥମ ବୈଠକ ଶନିବାର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।!-->…
