କଟକ ଦୁର୍ଗା ପୂଜା ଭସାଣିରେ ବାଜିବନି ଡିଜେ; ଫୁଟିବନି ବାଣ
ପାଖେଇ ଆସୁଛି ଶାରଦୀୟ ଦୁର୍ଗା ପୂଜା। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। କଟକ ସହରରେ ଦୁର୍ଗା ପୂଜାକୁ ଶାନ୍ତିଶୃଙ୍ଖଳାର ସହ ସଂପନ୍ନ କରିବା ପାଇଁ କମିଶନରେଟ ପୁଲିସର କଟକଣା କରାଯାଇଛି। ଭସାଣିରେ ୬ଟି ସାଉଣ୍ଡ ବକ୍ସ ବ୍ୟବହାର ନ କରିବା ପାଇଁ ବାରଣ କରାଯାଇଛି। ଏଥିସହ ଦଶହରାରେ ଡିଜେ!-->…
