ଛାତ୍ରୀଙ୍କୁ ଯୌନ ନିର୍ଯାତନା; ଆସୋସିଏଟ୍ ପ୍ରଫେସର ନିଲମ୍ବିତ
ଉତ୍କଳ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସର ନିଲମ୍ବିତ ହୋଇଛନ୍ତି। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି। ହେଡକ୍ୱାର୍ଟର ନ ଛାଡ଼ିବାକୁ ଆସୋସିଏଟ୍ ପ୍ରଫେସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଫେସରଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ!-->…
