Odia News Portal
Yearly Archives

2024

ସୁଭଦ୍ରା ଯୋଜନାକୁ ନେଇ ବଡ଼ କଥା କହିଲେ ଉପମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପିଏମ ମୋଦି।  ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ ଟଙ୍କା । ଏହାରି ଭିତରେ ମାତିଲେଣି ସାଇବର ଠକ । କିଛି ହିତାଧିକାରୀଙ୍କ ମୋବାଇଲକୁ ଫେକ୍ ଲିଙ୍କ୍ ଆସୁଛି। ତେଣୁ ଏଭଳି ଲିଙ୍କରେ କ୍ଲିକ୍  ନକରିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

୬୫ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ କଲେଣି ଆବେଦନ : ପ୍ରଭାତୀ ପରିଡ଼ା

୬୫ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ କଲେଣି ଆବେଦନ। ଏନେଇ ଆଜି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ରାଜ୍ୟର ସମସ୍ତ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ଟଙ୍କା ମିଳିବ ବୋଲି ସେ ପୁଣିଥରେ ଦୋହରାଇଛନ୍ତି।ପ୍ରଧାନମନ୍ତ୍ରୀ

ଗଣେଶ ଭସାଣି ବେଳେ ବୁଲିଲା ଖଣ୍ଡା; ବଡ଼ ଭାଇ ମୃତ, ସାନ ଗୁରୁତର

ଗଣେଶ ଭସାଣି ବେଳେ ଆରମ୍ଭ ହେଲା ବଚସା। ଏହି ବଚସା କ୍ରମଶଃ ଉଗ୍ର ରୂପ ଧାରଣ କଲା। ବୁଲିଲା ମାରଣାସ୍ତ୍ର ଓ ଛାରଖାର ହୋଇଗଲା ପରିବାର। ଏପରି ଏକ ଦୁଃଖଦ ଘଟଣା ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅମୃତୁଲୁ ଗ୍ରାମରେ ଘଟିଛି। ଉଭୟ ପକ୍ଷଙ୍କ ମଧ୍ୟରେ ଲାଗିଥିବା ଗଣ୍ଡଗୋଳରେ ବଡ଼ ଭାଇର ମୃତ୍ୟୁ

ପରୀକ୍ଷାମୂଳକ ଭାବେ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଗଲା ଟଙ୍କା । ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି । ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଟଙ୍କା ଆକାଉଣ୍ଟକୁ ଯିବ । ଶେଷ ଯୋଗ୍ୟ ମହିଳାଙ୍କ ପର୍ଯ୍ୟନ୍ତ ଯୋଜନା

ମଙ୍ଗଳବାର ବିଏମ୍‌ସି ଅଞ୍ଚଳରେ ସବୁ ସ୍କୁଲ ଛୁଟି

ଆସନ୍ତା ୧୭ ତାରିଖ (ମଙ୍ଗଳବାର) ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ 'ସୁଭଦ୍ରା' ଯୋଜନାର ଶୁଭାରମ୍ଭ କରିବେ । ଏହି ଅବସରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅନ୍ତର୍ଗତ ସମସ୍ତ ସ୍କୁଲ୍ ଓ କଲେଜକୁ ସଂପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି । କେବଳ ଏତିକି ନୁହେଁ ସମସ୍ତ ସରକାରୀ

ଆପାର୍ଟମେଣ୍ଟରେ ଖେଳାଇଲେ ଆତଙ୍କ

ଅସୁରକ୍ଷିତ ରାଜଧାନୀର ଆପାର୍ଟମେଣ୍ଟ । ଆତଙ୍କ ଖେଳାଇଛନ୍ତି ଲୁଟେରା । ଯେମିତି ପୋଲିସକୁ ଖାତିର ନାହିଁ । ପ୍ରତିଦିନ ଆପାର୍ଟମେଣ୍ଟରେ ପଶି ଲୁଟପାଟ୍ କରୁଛନ୍ତି । ଦିନକ ତଳେ ଜଣେ ବୈଜ୍ଞାନିକଙ୍କ ଘରୁ ୫୦ ଭରିର ସୁନା ଲୁଟିନେଥିବା ବେଳେ ଆଜି ପୁଣି ଜଣେ ସଫ୍ଟୱେର ଇଞ୍ଜିନିୟରଙ୍କ ଘରୁ ୨୦ ଲକ୍ଷ

୧୭ରେ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

17 ତାରିଖରେ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ । ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି । ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ଜୋରଦାର୍ ପ୍ରସ୍ତୁତି । ଜନତା ମୈଦାନରେ ପିଏମଙ୍କ କାର୍ଯ୍ୟକ୍ରମରେ ଯୋଗଦେବେ ଲକ୍ଷାଧିକ ମହିଳା । ସ୍ଥିତି ଅନୁଧ୍ୟାନ ପାଇଁ  ଜନତା ମୈଦାନରେ

କେଜ୍ରିୱାଲଙ୍କ ବଡ଼ ଘୋଷଣା

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ଅରବିନ୍ଦ କେଜ୍ରିୱାଲ୍ । ୨ ଦିନ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ବୋଲି କହିଲେ କେଜ୍ରିୱାଲ୍ । ଏହା ସହ ସେ ଅଗ୍ନି ପରୀକ୍ଷା ପାଇଁ ପ୍ରସ୍ତୁତ ଥିବା ମଧ୍ୟ କହିଛନ୍ତି । ମୁଁ ଓ ସିସୋଦିଆ ଜନତାଙ୍କ ପାଖକୁ ଯିବୁ, ସେମାନେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି

ବନ୍ଦେ ଭାରତ ଏକ୍ସପ୍ରେସ ଦକ୍ଷିଣ ଓ ପଶ୍ଚିମ ଓଡିଶାର ଲାଇଫ୍ ଲାଇନ୍ ହେବ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ର ମୋଦୀଜୀ ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ମଧ୍ୟରେ ଏଠାରେ ଉପସ୍ଥିତ ଥିବାରୁ ମୁଁ ବହୁତ ଖୁସି ଅନୁଭବ କରୁଛି | ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଭିତ୍ତିଭୂମି

ଓଡ଼ିଶାକୁ ମିଳିଲା ଆଉ ଦୁଇଟି ‘ବନ୍ଦେ ଭାରତ’, ଭର୍ଚୁଆଲରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ରେଳ ଇତିହାସରେ ନୂଆ ଅଧ୍ୟାୟ । ଗଡ଼ିଲା ଦୁଇଟି ଅତ୍ୟାଧୁନିକ ‘ବନ୍ଦେ ଭାରତ’ ଭାରତ ଏକ୍ସପ୍ରେସ୍ । ବ୍ରହ୍ମପୁର-ଟାଟାନଗର, ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସକୁ ଭର୍ଚୁଆଲ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରତି ଭାରତୀୟଙ୍କୁ