ସୁଭଦ୍ରା’ରେ ସ୍ୱୟଂ ସମ୍ପୂର୍ଣ୍ଣା ହେବେ ମହିଳା: ପ୍ରଭାତୀ
ରାଜ୍ୟରେ ‘ସୁଭଦ୍ରା’ ଯୋଜନାକୁ ନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ ବଢୁଛି । ଏବେ ସୁଦ୍ଧା ‘ସୁଭଦ୍ରା’ ଯୋଜନା ପାଇଁ ୬୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଆବେଦନ କରିସାରିଲେଣି ବୋଲି ‘ସୁଭଦ୍ରା’ ସଚେତନତା ପଦଯାତ୍ରାରେ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ‘ସୁଭଦ୍ରା’ ଯୋଜନାରେ!-->…
