Odia News Portal
Yearly Archives

2024

୫ ବର୍ଷରେ ୧ ଲକ୍ଷ ୫୦ ହଜାର ପଦବୀ ପୂରଣ ହେବ: ମନ୍ତ୍ରୀ

ରାଜ୍ୟରେ ଆସନ୍ତା ୫ ବର୍ଷରେ ୧ ଲକ୍ଷ ୫୦ ହଜାର ପଦବୀ ପୂରଣ ହେବ।  ଆସନ୍ତା ୨ ବର୍ଷ ମଧ୍ୟରେ ସରକାର ୬୫ ହଜାର ପଦବୀ ପୂରଣ କରିବେ। ଖାଲି ପଡିଥିବା ମୋଟ ୩୪ ହଜାର ୬୮୬ ଖାଲି ପଦବୀକୁ ଆସନ୍ତା ଡିସେମ୍ବର ସୁଦ୍ଧା ପୂରଣ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି ବୋଲି ବିଧାନସଭାରେ ବୁଧବାର

ବିଜେପି ଆଈମା ଗପ ଶୁଣାଉଛନ୍ତି:ନବୀନ

ରାଜ୍ୟରେ ନୂଆ ସରକାର ଆସିବା ତିନି ମାସ ହୋଇଗଲାଣି l ସରକାର କେବଳ ଲୋକଙ୍କୁ ଆଇ ମା ଗପ ଶୁଣାଉଛନ୍ତି l ସରକାର ଆଇ ମା କାହାଣୀ ନଶୁଣାଇ ଲୋକଙ୍କ ପାଇଁ କାମ କରନ୍ତୁ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରଙ୍କୁ ସମାଲୋଚନା କରି କହିଛନ୍ତି l ଆଜି ଭୁବନେଶ୍ୱର ଠାରେ ଦଳୀୟ

ମଙ୍ଗଳବାର ଓଡ଼ିଶା ଆସିବେ ମୋଦି

ଆସନ୍ତା ୧୭ ତାରିଖ ଅର୍ଥାତ୍ ମଙ୍ଗଳବାର ଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱରର ଜନତା ମଇଦାନରେ ସେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏହାସହ ପ୍ରଧାନମନ୍ତ୍ରୀ ଆଉ କିଛି ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ/ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ନିର୍ମାଣ ଶ୍ରମିକଙ୍କ ପାଇଁ ବଡ଼ ଘୋଷଣା

ନିର୍ମାଣ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ବଢ଼ିଲା ନିର୍ମାଣ ଶ୍ରମିକଙ୍କ ପାଇଁ ସହାୟତା ରାଶି। ଦୁର୍ଘଟଣାରେ ମୃତ୍ୟୁ ହେଲେ ନିର୍ମାଣ ଶ୍ରମିକଙ୍କ ପରିବାର ଲୋକଙ୍କୁ ମିଳିବ ୬ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି। ସେହିପରି ସ୍ୱାଭାବିକ ମୃତ୍ୟୁ ହେଲେ ୩ ଲକ୍ଷ ଟଙ୍କାର ସହାୟତା

ଅଯୋଗ୍ୟଙ୍କଠୁ ସୁଭଦ୍ରା ଫର୍ମ ଫେରାଇ ଆଣିବାରୁ ଅଙ୍ଗନବାଡ଼ି କର୍ମୀଙ୍କୁ ମାଡ଼

ଅଯୋଗ୍ୟ ହିତାଧିକାରୀଙ୍କ ଠାରୁ ସୁଭଦ୍ରା ଫର୍ମ ଫେରାଇ ଆଣିବାରୁ ଅଙ୍ଗନବାଡ଼ି କର୍ମୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ବ୍ରହ୍ମଟିକିରି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଘଟଣା ଘଟିଛି। ଏନେଇ ସଂପୃକ୍ତ ଅଙ୍ଗନବାଡ଼ି କର୍ମୀ ଦିପ୍ତିରେଖା ବଳ ବାଂଶଡ଼ା

ଜେଇଙ୍କ ଘରେ ପଶିଲା ଭିଜିଲାନ୍ସ; ୮ଟି ସ୍ଥାନରେ ଚଢ଼ାଉ

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରସନ୍ନଙ୍କ ଭଞ୍ଜନଗର ବାଗଦେବୀ ରୋଡରେ ଥିବା ଦୁଇଟି ତିନି ମହଲା

ଗୃହରେ ଉଠିଲା ମମିତା ମେହେର ପ୍ରସଙ୍ଗ

ପୁଣି ଗୃହରେ ଉଠିଲା ସ୍ବାମୀ ଲକ୍ଷ୍ମଣାନନ୍ଦ, ନବ ଦାସ ଓ ମମିତା ମେହେର ହତ୍ୟା ପ୍ରସଙ୍ଗ। ମମିତା ହତ୍ୟା ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପ୍ରସଙ୍ଗ ମଧ୍ୟ ଉଠିଛି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ସେ କହିଛନ୍ତି, ଏପ୍ରସଙ୍ଗରେ ଲୋକଙ୍କର

ସରକାରୀ ପ୍ରସ୍ତାବରେ ନାହିଁ ନୂଆ ଏନଏସି

ପୂର୍ବ ସରକାରଙ୍କ ୫୭ ଏନ୍‌ଏସି ଘୋଷଣାକୁ ନେଇ ମନ୍ତ୍ରୀଙ୍କ ଉତ୍ତର । ଗୃହରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଉତ୍ତର । ନିର୍ବାଚନକୁ ଆଖିରେ ରଖି ପୂର୍ବ ସରକାର ଏନ୍‌ଏସି ଘୋଷଣା କରିଥିଲେ । କିନ୍ତୁ ଏନେଇ କୌଣସିି ସରକାରୀ ପ୍ରସ୍ତାବ ନାହିଁ ।ଜିଲ୍ଲାପାଳଙ୍କୁ କେବଳ ଚିଠି

 ନଭେମ୍ବର ୧୫ ସୁଦ୍ଧା ସିସିଟିଭି 

୨୦୨୫ରେ ହେବାକୁ ଥିବା ଯୁକ୍ତ୨ ପ୍ରାକ୍ଟିକାଲ ଓ ଥିଓରି ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ହେଉଥିବା ଏହି ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ

ଲଗାଣ ବର୍ଷାରେ ବେହାଲ ମାଲକାନଗିରି

ଜଳ ଘେରରେ ମାଲକାନଗିରି। ଲଗାଣ ବର୍ଷା ହେତୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ହୋଇଛି। ଜିଲ୍ଲାର ପୋଟେରୁ ଗ୍ରାମ ସମ୍ପୂର୍ଣ୍ଣ ରୂପେ ଜଳ ମୟ ହୋଇଥିବା ବେଳେ ଗ୍ରାମ ମଧ୍ୟରେ ପ୍ରାୟ ୫ଫୁଟ ଉଚ୍ଚର ଜଳ ପ୍ରବାହିତ ହେଉଛି। ଯାହାଫଳରେ ମାଲକାନଗିରି କାଲିମେଳା ଯାତାୟାତ ସମ୍ପୂର୍ଣ