Odia News Portal
Yearly Archives

2024

ବିଜେଡିରୁ ବହିଷ୍କୃତ ହେଲେ ସୁଜିତ

ବିଜେଡିର ରାଜ୍ୟସଭା ସାଂସଦ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେଉ ଦେଉ ବିଜୁ ଜନତା ଦଳ ତାଙ୍କୁ ଦଳରୁ ବହିଷ୍କାର କରିଛି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ବିଜେଡିରୁ ବହିଷ୍କୃ୍ତ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କାର କରାଯାଇଥିବା ବିଜେଡି ପକ୍ଷରୁ

ବଜ୍ରପାତ ମୃତ୍ୟୁକୁ ନେଇ ଚିନ୍ତା, ୫ ବର୍ଷରେ ଓଡି଼ଶାରେ ୧୧୦୩ ମୃତ୍ୟୁ

ବଜ୍ରପାତ ମୃତ୍ୟୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି। ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଅପେକ୍ଷାକୃତ ଭାବେ ଓଡ଼ିଶାରେ ଅଧିକ ବଜ୍ରପାତ ମୃତ୍ୟୁ ହେଉଛି। ୫ ବର୍ଷରେ ଓଡ଼ିଶାରେ ବଜ୍ରପାତ ନେଇଛି ୧୧୦୩ ଜୀବନ। ଉତ୍ତରପ୍ରଦେଶ ଓଡ଼ିଶାଠାରୁ ୫ ଗୁଣା ବଡ଼

୧୨୮୦ ଚେକଡ୍ୟାମ ନିର୍ମାଣ ପ୍ରସ୍ତାବ

ରାଜ୍ୟରେ ୧୨୮୦ଟି ଚେକଡ୍ୟାମ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି । ଆଜି ବିଧାନସଭାରେ  ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ ୨୦୨୨-୨୫ ଭିତରେ ୧୨୮୦ଟି ଚେକଡ୍ୟାମ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି । ୨୦୨୫ ସୁଦ୍ଧା ୫୮୫ଟି ଚେକଡ୍ୟାମ

ବିଧାନସଭା ଗୃହରେ ଉଠିଲା ରେଭେନ୍ସୋ ପ୍ରସଙ୍ଗ

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରସ୍ତାବ ଦେବା ପରଠୁ ଏହାକୁ ନେଇ ରାଜନୀତି ତେଜିବାରେ ଲାଗିଛି । ଏହି ପ୍ରସଙ୍ଗ ଏବେ ବିଧାନସଭାରେ ଉଠିଛି । ଆଜି ଶୂନ୍ୟକାଳରେ ବିଜେଡି ବିଧାୟକ ବ୍ୟୋମକେଶ ରାୟ ଏହି ପ୍ରସଙ୍ଗ ଉଠାଇଛନ୍ତି । ଏଥିସହ

ଝୋଟ ବ୍ୟାଗ୍ ବଣ୍ଟନରେ ଖର୍ଚ୍ଚ ହୋଇଛି ୨୪୭ କୋଟି 

ନିର୍ବାଚନ ପୂର୍ବରୁ ଗତ ବିଜେଡି ସରକାର ବାଣ୍ଟିଲେ ଶହ ଶହ କୋଟିର ଝୋଟ ବ୍ୟାଗ । ବିଧାନସଭାରେ ଝୋଟ ବ୍ୟାଗ୍ ବଣ୍ଟନ ଖର୍ଚ୍ଚ ନେଇ ହୋସ୍ ଉଡ଼ାଇବା ଭଳି ତଥ୍ୟ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ତଥ୍ୟ ଦେଇ

ଜ୍ଞାନ ନଥିବା ବ୍ୟକ୍ତିଙ୍କୁ କମିଶନର କରି ବସାଇଛନ୍ତି ବିଜେଡି ସରକାର:ମନ୍ତ୍ରୀ

ଫୁଡ କମିଶନର ନିଯୁକ୍ତିକୁ ନେଇ ପୂର୍ବ ସରକାରଙ୍କ ଉପରେ ବର୍ଷିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଫୁଡ କମିଶନରଙ୍କ ନିଯୁକ୍ତିକୁ ନେଇ ଖୋଲିଲେ ପୋଲ୍‌ । ବୁଧବାର ବିଧାନସଭାରେ ଯୋଗାଣ ମନ୍ତ୍ରୀ କହିଛନ୍ତି ଜ୍ଞାନ ନଥିବା ବ୍ୟକ୍ତିଙ୍କୁ କମିଶନର କରି ବସାଇଛନ୍ତି ବିଜେଡି ସରକାର ।

ହଷ୍ଟେଲ ଛାତରୁ ଡେଇଁପଡ଼ିଲେ IIT ଛାତ୍ରୀ

ଭୁବନେଶ୍ୱର IIT କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ରୀ ଜଣଙ୍କ ଘର ଦିଲ୍ଲୀରେ ବୋଲି ଜଣାଯାଇଛି। ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ଛାତ୍ରୀ ଜଣଙ୍କ ହଷ୍ଟେଲ ଛାତ୍ରରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ରହିଛି।

ବନ୍ଧା ହେଲେ ତାଳଚେର ଖଣି ଉପନିର୍ଦ୍ଦେଶକ

ଅନୁଗୁଳ ଜିଲ୍ଲା ତାଳଚେର ଖଣି ଉପନିର୍ଦ୍ଦେଶକ (ଡିଡିଏମ୍‌)ଙ୍କର ଅମାପ ସମ୍ପତ୍ତି ବାହାରିବା ପରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ। ଗତକାଲି ଖଣି ଉପନିର୍ଦ୍ଦେଶକଙ୍କ ଘରୁ ପୁଳା ପୁଳା ଆୟ ବର୍ହିଭୂତ୍ ସମ୍ପତ୍ତି ବାହାରିଥିବା ବେଳେ ଆଜି ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ ହୋଇଛନ୍ତି।

ପଶ୍ଚିମବଙ୍ଗ ହାଇକୋର୍ଟ ସ୍ଥାୟୀ ବେଞ୍ଚକୁ ମୋହନ ମାଝୀ ବଡ ଘୋଷଣା

ପଶ୍ଚିମବଙ୍ଗ ହାଇକୋର୍ଟ ସ୍ଥାୟୀ ବେଞ୍ଚକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ବଡ ଘୋଷଣା । ଯାହା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠାକୁ ବିଚାରଧୀନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତ୍ୱରିତ ଗତିରେ ନ୍ୟାୟ ଦେବା ପାଇଁ ସରକାର

‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ

ମହିଳାଙ୍କୁ ହାତ ଖର୍ଚ୍ଚ ଦେବା ପାଇଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ବହୁ କଳ୍ପନା ଜଳ୍ପନା ପରେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଆରମ୍ଭ ହୋଇଛି। ଅନ୍‌ଲାଇନ୍‌ ଆବେଦନ ପାଇଁ ଆଜି ‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ