ହାଣ୍ଡିଆ ନ ଦେବାରୁ ମହିଳାଙ୍କୁ ହତ୍ୟା
ହାଣ୍ଡିଆ ଆଣି ନ ଦେବାରୁ ମହିଳାଙ୍କୁ ଘରୁ ଘୋଷାଡ଼ି ଆଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ ନିଆଳିଝରଣ ଗାଁରେ। ମୃତ ମହିଳା ଜଣଙ୍କ ହେଲେ ସାଲେକ ହେମ୍ବ୍ରମ।
ଗତକାଲି ରାତିରେ ସାଲେକଙ୍କ !-->!-->!-->…
