ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ । ଅତିଥି ଭବନରେ ସ୍କୁଲ ଛାତ୍ରଛାତ୍ରୀଙ୍କ ହାତରୁ ରାକ୍ଷୀ ପିନ୍ଧିଲେ ମୁଖ୍ୟମନ୍ତ୍ରୀ…
ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ଅତିଥି ଭବନରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହେଇଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ବିଭିନ୍ନ ସ୍କୁଲର ଛାତ୍ରୀମାନେ ଅତିଥି ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି। ଏହାସହ ବିଭିନ୍ନ ଅନୁଷ୍ଠାନର ମହିଳା ଓ!-->…
