Odia News Portal
Yearly Archives

2024

ଉପ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଋତୁସ୍ରାବ ହେଲେ କର୍ମଜୀବୀ ମହିଳା ପାଇବେ ଦିନେ ଛୁଟି। ସରକାରୀ ଓ ବେସରକାରୀ ମହିଳା କର୍ମଚାରୀଙ୍କୁ ମିଳିବ ଏହି ସୁବିଧା। ସମଗ୍ର ରାଜ୍ୟରେ ଲାଗୁ ହେବ ଏହି ନିୟମ। ସାରା ଦେଶ ଆଜି ୭୮ତମ ସ୍ୱାଧୀନତା ଦିବସ ପାଳନ କରୁଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳାମାନଙ୍କ ପାଇଁ ବଡ଼

ମହଙ୍ଗା ପଡ଼ିଲା ଗଞ୍ଜେଇ ମାଫିଆଙ୍କ ସହ ଡିଲ୍‌

ଗଞ୍ଜେଇ ମାଫିଆଙ୍କୁ ଛାଡ଼ିବା ଓ ସେମାନଙ୍କ ସହ ଡିଲ୍‌ କରିବା ପଡ଼ିଲା ମହଙ୍ଗା। ମାଛକୁଣ୍ଡ ଓ ଲମତାପୁଟ ଥାନାର ୭ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି କୋରାପୁଟ ଏସପି। ନିଲମ୍ବିତ ପୁଲିସ୍ କର୍ମଚାରୀଙ୍କ ମଧ୍ୟରେ ୩ ଜଣ ଏସ୍‌ଆଇ, ୨ ଜଣ ଏପିଏଫ ଓ ୨ ଜଣ କନଷ୍ଟେବଲ

ବିଜେଡି ସରକାର ସମୟର ସବୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ପୁନଃ ତଦନ୍ତ ହେବ: ପୃଥ୍ବୀରାଜ ହରିଚନ୍ଦନ

ବିଜେଡି ସରକାର ସମୟରେ ରାଜ୍ୟରେ ହୋଇଥିବା ସବୁ ଚର୍ଚ୍ଚିତ ହତ୍ୟାକାଣ୍ଡ ମାମଲାର ପୁନଃ ତଦନ୍ତ ହେବ। ଆଜି ନୂଆଦିଲ୍ଲୀରୁ ଫେରି ବିମାନବନ୍ଦରରେ ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, କେବଳ ପୂର୍ବତନ ମନ୍ତ୍ରୀ ନବ ଦାସ, ମମିତା ମେହେର, ସ୍ବାମୀ

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି; ସେପ୍ଟେମ୍ବର ୩ରେ ଭୋଟ

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୯ ରାଜ୍ୟର ୧୨ ଆସନରେ ହେବ ଉପନିର୍ବାଚନ। ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ

ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ; ୬ଟି ସ୍ଥାନରେ ଚଢ଼ାଉ

ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ। ସରକାରୀ ଅର୍ଥ ହେରଫେର ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କୋଟିଏ ଟଙ୍କାର ଅର୍ଥ ହଡ଼ପ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। OMBAD-C

‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀରେ ଆୟୋଜିତ ‘ହର ଘର ତ୍ରିରଙ୍ଗା’ ରାଲିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ, ବିଏମସି କମିଶନର ଏବଂ

ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ଖସି ପଡ଼ିବା ଘଟଣା: ତିନିଜଣିଆ କମିଟିର ତଦନ୍ତ ଆରମ୍ଭ

ପୁରୀ ଶ୍ରୀକ୍ଷେତ୍ରରେ ଆଡ଼ପମଣ୍ଡପ ବିଜେ ଗୋଟି ପହଣ୍ଡିବେଳେ ବଡ଼ଠାକୁର ଶ୍ରୀବଳଭଦ୍ର ଚାରମାଳରେ ଖସି ପଡ଼ିବା ଘଟଣାର ତଦନ୍ତ ଆରମ୍ଭ ହୋଇଛି।ମହାପ୍ରଭୁ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାଶ ମହାପାତ୍ରଙ୍କ ପୁଅ ଅନାଥ ହଳଧର ଦାଶ ମହାପାତ୍ରଙ୍କୁ ଡାକି ପଚରାଉଚରା କରିଛି ତିନିଜଣିଆ କମିଟି। ଏଥିସହ

ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ

ଏସସିବିରେ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ । ଚିକିତ୍ସା କରିବା ବାହାନାରେ ଦୁଷ୍କର୍ମ ଅଭିଯୋଗ ହୋଇଛି । ମଙ୍ଗଳବାର ଥାନାରେ ଏନେଇ ଏତଲା ହୋଇଛି । ଡାକ୍ତରଙ୍କ ନାଁରେ ଏତଲା ଦେଲେ ରୋଗୀଙ୍କ ସଂପର୍କୀୟ । ସଂପର୍କୀୟ ମାଡରେ ଅଭିଯୁକ୍ତ ଡାକ୍ତର ଗୁରୁତର ହୋଇଛନ୍ତି । ଅଭିଯୁକ୍ତ ଡାକ୍ତର

ଭାରତକୁ ଶକ୍ତ ଧକ୍କା; ପ୍ରମୋଦ ଭଗତ ସସ୍‌ପେଣ୍ଡ

ପ୍ୟାରିସ ପାରା ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଲାଗିଲା ଶକ୍ତ ଧକ୍କା। ଡୋପ୍ ଟେଷ୍ଟରେ ଧରା ପଡ଼ି ୧୮ ମାସ ପାଇଁ ସସ୍‌ପେଣ୍ଡ ହେଲେ ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ। ଅନ୍ତର୍ଜାତୀୟ ପାରା ଅଲିମ୍ପିଆନ୍ ତଥା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ୧୮ ମାସ ପାଇଁ ସସପେଣ୍ଡ କରିଛି ବିଶ୍ୱ

ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କଲେ ‘ହର୍ ଘର୍ ତ୍ରିରଙ୍ଗା’

‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନ ପରିସରରେ ଜୟ ହିନ୍ଦ୍ ଲେଖି ଅଭିଯାନର ଶୁଭାରମ୍ଭ କରିଛନ୍ତି ସିଏମ୍ । ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ