ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ
ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି।
ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ଦୀର୍ଘ ଦିନ ହେଲା ଷ୍ଟୋମାକ୍ କ୍ୟାନସର୍ରେ!-->!-->!-->…
