ପୁଲିସ ଉପରକୁ ଗୋରୁ ମାଫିଆଙ୍କ ଗୁଳିମାଡ଼, ପାଲଟା ଜବାବରେ ଜଣେ ଗୁରୁତର
ପୁଲିସ ଉପରକୁ ଗୁଳିମାଡ଼ କରି ଖସିଯିବାକୁ ଉଦ୍ୟମ କରିଥିବା ଜଣେ ଗୋରୁ ମାଫିଆ ପୁଲିସର ପାଲଟା ଜବାବରେ ଆହତ ହୋଇଛନ୍ତି। ତାଙ୍କର ଦୁଇ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏହି ଗୋରୁ ମାଫିଆ ଜଣଙ୍କ ସାନ୍ତରାପୁର ଅଞ୍ଚଳର ବୋଲି ଜଣାପଡ଼ିଛି l
!-->!-->!-->…
