ଏବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ
ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।
ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ!-->!-->!-->…
