୫୦୦୦ ଲୋକଙ୍କ ଗୁହାରୀ ଶୁଣିଲେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ
ଆଜି ଖୋଲିଥିଲା ମୁଖ୍ୟମନ୍ତ୍ରୀ ପ୍ରକୋଷ୍ଠ। ସକାଳ ୧୦ଟାରେ ଶୁଣାଣି ଆରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମନ୍ତ୍ରୀ। ଅଭିଯୋଗ ଶୁଣାଣି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଚାଲିଥିଲା। ସମୁଦାୟ ୨୪୦୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ପ୍ରାୟ ୫ ହଜାରରୁ ଅଧିକ ଲୋକ ଗୁହାରୀ!-->…
