Odia News Portal
Yearly Archives

2024

ଡେଙ୍ଗୁ : ୨୪୧ ରୋଗୀ ଚିହ୍ନଟ

ଚଳିତ ବର୍ଷ ଜୁଲାଇ ୩୦ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ମୋଟ ୧୦ ହଜାର ୪୧ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨୪୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୯ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ ୯୪ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି

ପଦ୍ମ ଧରିଲେ ମମତା ମହାନ୍ତ

ବିଜେପିରେ ଯୋଗଦେଲେ ମମତା ମହାନ୍ତ । ଆଜି ଦିଲ୍ଲୀ ଯାଇବିଧିବଧ ଭାବରେ ସେ ପଦ୍ମ ଧରିଛନ୍ତି । ବିଜେପି ଦିଲ୍ଲୀ ମୁଖ୍ୟଳୟରେ ଆସି ସାମିଲ ହେଲେ । ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତରେ ସାମିଲ ହୋଇଛନ୍ତି । ପ୍ରଭାରୀ ବିଜୟପାଲ୍ ସିଂ ତୋମାରଙ୍କ ଉପସ୍ଥିତିରେ ସାମିଲ । ମନ୍ତ୍ରୀ ପୃଥ୍ୱୀରାଜ

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ ସୂଚନା ଦେଇଛନ୍ତି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ। ରାଜ୍ୟସଭାରୁ ଇସ୍ତଫା ପରେ ବିଜେଡି

ହୀରାକୁଦ : ବନ୍ଦ ହେଲା ଆଉ ୪ଟି ଗେଟ୍‌

ହୀରାକୁଦରେ ବନ୍ଦ ହେଲା ଆଉ ୪ଟି ଗେଟ୍ । ଏବେ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସୂଚନା ଯୋଗ୍ୟ ଯେ, ଉପରମୁଣ୍ଡରେ ପ୍ରବଳ ବର୍ଷା ହେତୁ ଗତ ରବିବାର ହୀରାକୁଦର ୨୦ଟି ଗେଟ୍ ଖୋଲା ଯାଇଥିଲା । ମାତ୍ର ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ପୂର୍ବରୁ ପ୍ରଥମେ ୨ଟି ଗେଟ୍‌କୁ ବନ୍ଦ କରି

ୱାୟନାଡ ଭୂସ୍ଖଳନରେ ବଢ଼ି ଚାଲିଛି ମୃତ୍ୟୁସଂଖ୍ୟା

କେରଳ ୱାୟନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ବଢି ଚାଲିଛି। ମୃତ୍ୟୁସଂଖ୍ୟା ୮୪କୁ ବୃଦ୍ଧି ପାଇ ଥିବାବେଳେ ଏବେ ବି ଶତାଧିକ ଲୋକ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ପ୍ରବଳ ବର୍ଷା ପରେ କେରଳର ୱାୟନାଡରେ ତାଣ୍ଡବ ରଚିଛି ପ୍ରକୃତି। ଗୋଟିଏ ପରେ ଗୋଟିଏ ତିନୋଟି

ଦରଦାମ ପ୍ରଶ୍ନର ଉତ୍ତର ରଖିଲେ ମନ୍ତ୍ରୀ

ଗୃହରେ ମାନ୍ୟବର ବିଧାୟକ ଶ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ବାରା ଆଗତ ମୁଲତବି ପ୍ରସ୍ତାବ “ରାଜ୍ୟରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦର ଆକାଶ ଛୁଆଁ । ଲୋକେ ହନ୍ତସନ୍ତ । ସରକାର ନୀରବ ଦ୍ରଷ୍ଟା ” ଏଥିରେ ଉତ୍ତର ରଖି ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କହିଛନ୍ତି, ନିତ୍ୟ

ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନ୍‌ଚ୍ୟୁତ୍‌ ଘଟଣା; ଦୁଇ ମୃତକ ଓଡ଼ିଶାର

ଆଜି ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନ୍‌ଚ୍ୟୁତ୍‌ ହୋଇଥିବା ବେଳେ ଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ରାଉରକେଲାର ବୋଲି ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ମାଲଗୋଦାମ ଅଞ୍ଚଳର ଓ ଅନ୍ୟ ଜଣେ ରେଲୱେ କଲୋନୀର ବୋଲି ଜଣାଯାଇଛି। ମୃତକଦ୍ୱୟ

ମହଙ୍ଗା ପଡ଼ିଲା ପ୍ରେମ ନିବେଦନ: ଅଗ୍ନିଶମ ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ

୨୦୦୭ ବ୍ୟାଚ ଆଇପିଏସ ପଣ୍ଡିତ ରାଜେଶ ଉତ୍ତମରାଓଙ୍କୁ ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଜ କ୍ଷମତାର ଅପବ୍ୟବହାର କରି ଜଣେ ମହିଳା ଇନ୍ସପେକ୍ଟରଙ୍କୁ ପ୍ରେମ ନିବେଦନ କରିବା ତାଙ୍କୁ ମହଙ୍ଗା ପଡ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗତକାଲି ରାତିରେ ଦିଲ୍ଲୀ ଚାଲିଥିବା ନୀତି

ଦମକଳ କେନ୍ଦ୍ର ଖୋଲିବା ନିୟମ ନେଇ ବିଧାୟକଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର

ଦମକଳ କେନ୍ଦ୍ର ଖୋଲିବା ନିୟମ ନେଇ ବିଜେପି ବିଧାୟକଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର। ରାଜ୍ୟରେ ଗୋଟିଏ ବ୍ଲକରେ ଗୋଟିଏ ଦମକଳ କେନ୍ଦ୍ର ପାଇଁ ରହିଛି ସରକାରୀ ନିୟମ। ଏହି ନିୟମ ଅନୁସାରେ ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଅଗ୍ନିଶମ କେନ୍ଦ୍ର କାର୍ଯ୍ୟକାରୀ ହେଉଥିବା ବିଧାନସଭାରେ ଉତ୍ତର ରଖିଛନ୍ତି