ଖୋଲିଲା ହୀରାକୁଦ ଡ୍ୟାମ୍ ଗେଟ୍, ଛାଡ଼ିଲା ବର୍ଷର ପ୍ରଥମ ବନ୍ୟାଜଳ
ଆଜି ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଡ୍ୟାମର ୭ଟି ଗେଟ୍ ଖୋଲାଯାଇଛି। ଏହା ସହିତ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରିଛି ହୀରାକୁଦ ଡ୍ୟାମ୍।
ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ଡ୍ୟାମ୍ର ବାମ ପାର୍ଶ୍ୱର ୭ ନମ୍ବର ସ୍ଲୁଇସ ଗେଟ୍ ଖୋଲା ଯାଇଥିଲା। ପରେ!-->!-->!-->…
