ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ
ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସବୁ ଜିଲ୍ଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ତେବେ ବିଧାନସଭାରେ ବିବୃତ୍ତି ରଖିବା ବେଳେ ୨୪ ବର୍ଷରେ ପେସା ଆଇନ ଲାଗୁ!-->…
