ବିଜେଡି ନୂଆ ମିଡିଆ ଟିମ୍ ଘୋଷଣା କରିଛି
ବିଜେଡି ନୂଆ ମିଡିଆ ଟିମ୍ ଘୋଷଣା କରିଛି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି। ଏଥିସହ ରମେଶ ବେହେରା, ମନ୍ମଥ!-->…
