କାୟା ମେଲାଉଛି ଡେଙ୍ଗୁ; ରାଜ୍ୟରେ ୪୮୮ ଜଣ ପଜିଟିଭ ଚିହ୍ନଟ
ରାଜ୍ୟରେ ଏବେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ସୁଦ୍ଧା ୪୮୮ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଯାଏଁ ମୋଟ ୩୫ ହଜାର ୪୭୦ ଟେଷ୍ଟିଂ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ୩୩ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି।
!-->!-->…
