Odia News Portal
Yearly Archives

2024

ମହାନଦୀକୁ ଡେଇଁଲେ ଯୁବତୀ, ମିଳୁନି ପତ୍ତା

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ତାରତୋଲଠାରେ ଆଜି ସକାଳେ ମହାନଦୀକୁ ଜଣେ ଯୁବତୀ ଡେଇଁ ପଡ଼ିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ ବି ଯୁବତୀଙ୍କ ପତ୍ତା ମିଳି ପାରିନି। ଆଜି ପୂର୍ବାହ୍ନ ୧୦ଟାରେ ତିର୍ତ୍ତୋଲ ଅଗ୍ନିଶମ

ଷ୍ଟେଜରେ ଗୀତ ଗାଉଗାଉ ଟଳି ପଡ଼ିଲେ ADM

ଏମିତି ବି ଆସେ ମୃତ୍ୟୁ। ଷ୍ଟେଜରେ ଗୀତ ଗାଉଗାଉ ଟଳି ପଡ଼ିଲେ ADM। ଗଜପତି ପାରଳାଖେମୁଣ୍ଡିରେ ସାମ୍ନାକୁ ଆସିଛି ଏଭଳି ଅଭାବନୀୟ ଘଟଣା। ମୃତକ ହେଲେ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ । ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ ପାରଳାଖେମୁଣ୍ଡିରେ ଏକ

୨ଦିନ ହେଲେ କପିଳାସ ରୋଷଘରେ ପଡିଛି ତାଲା: ନୀତିରେ ବିଭ୍ରାଟ, ଓପାସରେ ବାବା ଚନ୍ଦ୍ରଶେଖର

୨ ଦିନ ହେବ ନୀତି ବିଭ୍ରାଟ। ଓପାସରେ ଠାକୁର। ଢେଙ୍କାନାଳ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଗତ ୨ଦିନ ହେବ ମହାପ୍ରଭୁ ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ନୀତି ବିଭ୍ରାଟ ହେବା ଦ୍ୱାରା ଠାକୁର ଓପାସରେ ରହିଛନ୍ତି। ଏହାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ସୋସିଆଲ

ସର୍ବନିମ୍ନ ମଜୁରି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ସରିଲା ଦ୍ବିତୀୟ କ୍ୟାବିନେଟ୍। ୫ଟି ପ୍ରସ୍ତାବରେ ବାଜିଲା ମୋହର। ତିନି ଘଣ୍ଟାର ବୈଠକ ପରେ ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।  ସର୍ବନିମ୍ନ ମଜୁରି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ସର୍ବନିମ୍ନ ମଜୁରି ସଂଶୋଧିତ ହୋଇଛି।

୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର 

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି । ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି । ଶ୍ରମିକଙ୍କ

ଏହା ଲୀଳାମୟଙ୍କ ଲୀଳା, ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛୁ:ପ୍ରଭାତୀ ପରିଡ଼ା

 ପୁରୀରେ ଆଡ଼ପ ମଣ୍ଡପ ବିଜେ ପହଣ୍ଡି ସମୟରେ ବଡ଼ଠାକୁର ଚାରମାଳରେ ଖସି ପଡ଼ିବା ଘଟଣା ସଂପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା ମିଳିଛି। ସେ କହିଛନ୍ତି, ଏହା ଲୀଳାମୟଙ୍କ ଲୀଳା। ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛୁ। ଅଘଟଣ ପରେ ସେବାୟତଙ୍କୁ ଚିକିତ୍ସା

ଉତ୍ତରପ୍ରଦେଶ ଉନ୍ନାଓରେ ବଡ଼ ଧରଣର ବସ୍ ଦୁର୍ଘଟଣା; ୧୮ଜଣଙ୍କର ମୃତ୍ୟୁ, ୧୯ଜଣ ଗୁରୁତର ଆହତ

ଉତ୍ତରପ୍ରଦେଶ ଉନ୍ନାଓରେ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି। ଏଥିରେ ୧୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୯ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସ ୱେରେ ଏକ କ୍ଷୀର ଟ୍ୟାଙ୍କର ଉପରକୁ ମାଡ଼ି ଯାଇଛି ଯାତ୍ରୀବାହି ବସ୍।

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଆଜି ହେବ ପୁଙ୍ଖାନୁପୁଙ୍ଖ ଆଲୋଚନା

ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ହେବ ବିସ୍ତୃତ ଆଲୋଚନା । ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗତକାଲି ପ୍ରସ୍ତାବ ଦେଇଛି ସ୍ୱତନ୍ତ୍ର ତଦାରଖ କମିଟି । ଆଜି ପରିଚାଳନା କମିଟି ବୈଠକରେ

ଆଜି ରାଜ୍ୟ କ୍ୟାବିନେଟ ମିଟିଂ

ବୁଧବାର ରାଜ୍ୟରେ ନବଗଠିତ ବିଜେପି ସରକାରର ଦ୍ୱିତୀୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଆଗାମୀ ୨୫ ତାରିଖରେ ରାଜ୍ୟ ବଜେଟ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଆଜି

ଗୋଟି ପହଣ୍ଡିବେଳେ ଅଘଟଣ: ପୁରୀ ଗଲେ ଉପମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀ

ପୁରୀ ଶ୍ରୀକ୍ଷେତ୍ରରେ ଆଜି ଆଡ଼ପମଣ୍ଡପ ବିଜେ ଗୋଟି ପହଣ୍ଡିବେଳେ ବଡ଼ଠାକୁର ଶ୍ରୀବଳଭଦ୍ର ଚାରମାଳରେ ଖସି ପଡ଼ିବା ଘଟଣାକୁ ରାଜ୍ୟ ସରକାର ଅତ୍ୟନ୍ତ ଗୁରୁତ୍ୱର ସହ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନ