ଆରମ୍ଭ ହେଲା ମହାପ୍ରଭୁଙ୍କ ଆଡ଼ପ ଦର୍ଶନ
ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।
କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ ଅପେକ୍ଷା!-->!-->!-->…
