ଆଗାମୀ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆକଳନ
ବର୍ଷା ପାଗ ଜାରି ରହିଥିବା ବେଳେ ଆଗାମୀ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । କିନ୍ତୁ କାଲିଠୁ ବର୍ଷା ପରିମାଣ କମିବ ଏବଂ ଉପକୂଳରେ ଘଡଘଡି ବିଜୁଳି ସହ ବର୍ଷା ହେବ । ତେବେ ୧୧ ତାରିଖ ପରଠାରୁ ପୁଣି ବଢିବ ବର୍ଷାର ବିସ୍ତୃତି ବଢିବ । ରଥଯାତ୍ରା!-->…
