ସନ୍ତୃପ୍ତ ମିଶ୍ର ହେଲେ ନବୀନଙ୍କ ରାଜନୈତିକ ସଚିବ
ହଟିଲେ ବିଜେଡିର ରାଜ୍ୟସ୍ତରୀୟ କର୍ମକର୍ତ୍ତା। ସମସ୍ତ ରାଜ୍ୟସ୍ତରୀୟ ଦଳୀୟ ପଦାଧିକାରୀଙ୍କୁ ହଟାଇଲା ବିଜେଡି। ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶ କ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ସନ୍ତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ!-->…
