‘ଆମେ ତୁଷ୍ଟୀକରଣ ନୁହେଁ, ସନ୍ତୁଷ୍ଟୀକରଣ ମନ୍ତ୍ରରେ ଚାଲିଛୁ’
ଲୋକସଭା ଅଧିବେଶନରେ ଅଭିଭାଦନ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତିଙ୍କ ଭାଷଣର ଧନ୍ୟବାଦ ସଭାକୁ ଅଭିଭାଦନ ଜଣାଇ ପ୍ରଧାନମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ କରିବା ସହ ଆଗାମୀ ଭିଜନ ଉପରେ ଗୁରୁତ୍ୱାରୋପ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ ଭାଷଣ ସମୟରେ ବିରୋଧୀ ପ୍ରବଳ!-->!-->!-->…
