Odia News Portal
Yearly Archives

2024

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର ବରିଷ୍ଠ ନେତା ତଥା ସାଂସଦ କେସି ବେଣୁଗୋପାଳ ମଙ୍ଗଳବାର ରାତିରେ ହୋଇଥିବା ସିଡବ୍ଲ୍ୟୁସି ବୈଠକ ପରେ ସୂଚନା ଦେଇ କହିଛନ୍ତି ଯେ ରାହୁଲ ଗାନ୍ଧିଙ୍କୁ ସଦନରେ ବିରୋଧୀ ନେତା କରିବାକୁ

ରତ୍ନଭଣ୍ଡାର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ

ରତ୍ନ ଭଣ୍ଡାର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାର ଖୋଲି ତୁରନ୍ତ ମରାମତି ପାଇଁ ASIକୁ ନିର୍ଦ୍ଦେଶ ଦେବାକୁ ସେ ଚିଠିରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ସେ ଲେଖିଛନ୍ତି ଯେ,

ରଥଯାତ୍ରାରେ ପୁରୀ ଆସିପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରଥଯାତ୍ରାରେ ପୁରୀ ଆସି ପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଏଥର ରଥଯାତ୍ରାରେ ଯୋଗ ଦେଇ ପାରନ୍ତି ବୋଲି କୁହାଯାଉଛି। ଯଦିଓ ଏନେଇ ରାଷ୍ଟ୍ରପତି ଭବନରୁ ବିଧିବଦ୍ଧ ସୂଚନା ମିଳିନାହିଁ, ଜୁଲାଇ ୬ରୁ ୯ ତାରିଖ ଯାଏ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା 

ବାଚସ୍ପତି ନିର୍ବାଚନ: ବାଜି ମାରିଲେ ଓମ୍‌ ବିର୍ଲା

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍‌ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି। ବାଚନିକ ଭୋଟରେ ବିରୋଧୀ ମେଣ୍ଟ ପ୍ରାର୍ଥୀ କେ.

କଂଗ୍ରେସ ଜାରି କଲା ହ୍ବିପ, ଲୋକ ସଭାରେ ସବୁ ଏମପି ଉପସ୍ଥିତ ରହିବାକୁ ନିର୍ଦ୍ଦେଶ

ସଂସଦର ସ୍ବତନ୍ତ୍ର ଅଧିବେଶନରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ଏ ସମ୍ପର୍କରେ ବିବାଦ ଲାଗି ରହିଛି। ବୁଧବାର ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି କ୍ରମରେ କଂଗ୍ରେସ ନିଜର ଏମପିମାନଙ୍କୁ ଆସନ୍ତାକାଲି ଗୃହରେ ଉପସ୍ଥିତ ରହିବାକୁ

ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି

ଦ୍ବୈତ ନଗରୀ କଟକ- ଭୁବନେଶ୍ଵର ସହ ଯୋଡ଼ି ହେବ ପୁରୀ । ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି । ଏହାଦ୍ବାରା ସହରର ଆକାର ବଢ଼ିବ । ଗମନାଗମନ ସୁବିଧା ସହ ଅର୍ଥନୈତିକ ଅଭିବୃଦ୍ଧି ହେବ । ଗୃହ ନଗର ଉନ୍ନୟନ ବିଭାଗ ପକ୍ଷରୁ ଟ୍ରିପଲ ସିଟିର ନୂଆ ପରିକଳ୍ପନା କରାଯାଇଛି । ଏ ନେଇ ଗୃହ ଓ ନଗର ଉନ୍ନୟନ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ଆଗାମୀ ୫ ଦିନ ପ୍ରବଳ ବର୍ଷା

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଉ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ସତର୍କ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ୍ ଲାଇଟ଼: ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ,

ଅପେକ୍ଷା କର, ‘ସୁଭଦ୍ରା’ ଯୋଜନାକୁ ନେଇ ଭ୍ରମିତ କର ନାହିଁ: ପ୍ରଭାତୀ ପରିଡ଼ା

ସୁଭଦ୍ରା ଯୋଜନା ସଂପର୍କରେ କୌଣସି ଭ୍ରମିତ ଖବର ଦେଖାନ୍ତୁ ନାହିଁ । କିଛି ପ୍ରମୁଖ ଗଣମାଧ୍ୟମରେ ମିଛ ଖବର ବୁଲୁଛି । ତାହା ଠିକ ନୁହେଁ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏଭଳି ମନ୍ତବ୍ୟ ଦେବା ସହ ଯୋଜନାର ସମ୍ପୂର୍ଣ୍ଣ ରୂପରେଖ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରନ୍ତୁ ବୋଲି କହିଛନ୍ତି

ସମୟ କମ୍ ଥିବାରୁ ଏଥର ପହଣ୍ଡି ଟିକେଟ୍‌ ବି ହେବନି

ଏଥର ଶ୍ରଦ୍ଧାଳୁଙ୍କ ପାଇଁ ନବଯୌବନ ଦର୍ଶନ ବନ୍ଦ । ପହଣ୍ଡି ଟିକେଟ୍‌ ହେବନି, ଶ୍ରୀମନ୍ଦିରରେ ପ୍ରବେଶ ମନା । ସମୟ କମ୍‌ ଥିବାରୁ ଭିଡ଼ ନିୟନ୍ତ୍ରଣ ନେଇ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ଏବର୍ଷ ନବଯୌବନ ଦର୍ଶନ, ନେତ୍ରୋତ୍ସବ, ଶ୍ରୀଗୁଣ୍ଡିଚା ଯାତ୍ରା ଏକାଠି ପଡୁଛି । ଜୁଲାଇ ୭ରେ ସବୁ