ରାଜଧାନୀ ମୁକୁଳା ଡ୍ରେନ୍ ନେଲା ନାବାଳକଙ୍କ ଜୀବନ
ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍ରେ ଭାସି ଯାଇଥିବା ପିଲାର ମୃତ୍ୟୁ ଘଟିଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ମେୟର ସୁଲୋଚନା ଦାସ ଏନେଇ ଘୋଷଣା କରିଛନ୍ତି। ମୃତ ଘୋଷଣା ପରେ କ୍ୟାପିଟାଲ୍ ହସ୍ପିଟାଲ୍ରେ ଶୋକର ଛାୟା ଖେଳି ଯାଇଛି। କାନ୍ଦ ବୋବାଳିରେ ଫାଟି ପଡ଼ୁଛି ପରିବେଶ। ମୃତ!-->…
