Odia News Portal
Monthly Archives

January 2025

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର

ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି।

ଓଡ଼ିଶାକୁ ମିଳିଲା ନୂଆ ରାଜ୍ୟ ନିର୍ବାଚନ କମିଶନର,ଦାୟିତ୍ବ ନେଲେ ବରିଷ୍ଠ IAS ମଧୁସୂଦନ ପାଢୀ

ଶୁକ୍ରବାର ରାଜ୍ୟ ନିର୍ବାଚନ କମିଶନର ଭାବରେ ଦାୟିତ୍ବ ନେଇଛନ୍ତି ବରିଷ୍ଠ IAS ମଧୁସୂଦନ ପାଢୀ । ପୂର୍ବତନ ରାଜ୍ୟ ନିର୍ବାଚନ ଆୟୁକ୍ତ  ଆଦିତ୍ୟ ପାଢୀ ତାଙ୍କୁ ଦାୟିତ୍ବ ହସ୍ତାନ୍ତର କରିଛନ୍ତି । ୨ ବର୍ଷର ଅବସର ପରେ ଏବେଠୁ ଦାୟିତ୍ବ ତୁଲାଇବେ ମଧୁସୂଦନ ପାଢୀ ।  ଭୋଟର ମାନେ କିଭଳି ଅଧିକ

ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

 ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ  ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ

ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ: ଦେଶର ଜିଡିପି ହାର ୬.୩ରୁ ୬.୮ ପ୍ରତିଶତ ଆକଳନ

ସଂସଦରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷର ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଭାରତର ଅର୍ଥନୈତିକ ଅଭିବୃଦ୍ଧି ଉପରେ ଗୁରୁତ୍ବାରୋପ କରିଛନ୍ତି ଅର୍ଥମନ୍ତ୍ରୀ। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଭାରତର

ବାରବାଟୀରେ କ୍ରିକେଟ ଖେଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାରବାଟୀରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିଜେ ବାରବାଟୀ ଷ୍ଟାଡିୟମ୍ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ କ୍ରିକେଟ୍ ଖେଳିଥିଲେ। ତାଙ୍କ ସହ

ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ବ ଗ୍ରହଣ କଲେ ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ

 ଆଜି ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କଠାରୁ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି।  ସୂଚନାଯୋଗ୍ୟ, ରାଜ୍ୟ ସରକାର ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ ଆୟୁକ୍ତ

ଫେବୃଆରୀ ପ୍ରଥମ ସପ୍ତାହ ସୁଦ୍ଧା ବିଜେପି ରାଜ୍ୟ ସଭାପତିଙ୍କ ନାଁ ଘୋଷଣା : ସୁକାନ୍ତ ପାଣିଗ୍ରାହୀ

ଫେବୃଆରୀ ପ୍ରଥମ ସପ୍ତାହ ସୁଦ୍ଧା ବିଜେପି ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ହେବ । ଖୁବ୍‌ଶୀଘ୍ର ରାଜ୍ୟର ନିର୍ବାଚନ ପ୍ରକ୍ରିୟା ସରିବା ବୋଲି କନ୍ଧମାଳ ସାଂସଦ ତଥା ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ସୁକାନ୍ତ ପାଣିଗ୍ରାହୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ପୁଣି ଓଡ଼ିଶା ଆସିବେ

ଭିଜିଲାନ୍ସ ଜାଲରେ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ

ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ  ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି। ଏନେଇ ଏକକାଳୀନ ୭ଟି ସ୍ଥାନରେ ଚଢଉ କରାଯାଉଛି ।

କାଲିଠୁ ଟାଇଁ ଟାଇଁ ଖରା । ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ତାପମାତ୍ରା

ରାଜ୍ୟରେ ବର୍ତ୍ତମାନ ଶୀତ ଗାୟବ, ଆସନ୍ତାକାଲିଠୁ ଟାଇଁଟାଇଁ ଖରା । ସପ୍ତାହେ ଯାଏ ଗରମର ଅନୁଭୂତି ସହ ଖରାରୁ ତ୍ରାହି ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ରାଜ୍ୟରେ ଆସନ୍ତାକାଲିଠାରୁ ଟାଣ ଖରା ହେବାକୁ ଥିବା ବେଳେ ସବୁଠି ବଢିବ ପାରଦ ଆଉ ସବୁଠି

‘ସୁଭଦ୍ରା’ ପାଇଁ ବ୍ୟାଙ୍କରେ ଦୁଇ ଦିନିଆ ସ୍ବତନ୍ତ୍ର ବ୍ୟବସ୍ଥା: ୩ଲକ୍ଷରୁ ଅଧିକ ଆବେଦନକାରୀଙ୍କ ବିଫଳ ହୋଇଛି…

ଯେଉଁ ‘ସୁଭଦ୍ରା’ ଆବେଦନକାରୀଙ୍କ ଏନ୍‌ପିସିଆଇ ଫେଲ୍‌ ହୋଇଛି ସେମାନଙ୍କ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ଆସନ୍ତାକାଲି ଓ ୩୦ତାରିଖରେ ଯେଉଁମାନଙ୍କୁ ବ୍ୟାଙ୍କରୁ ‌କଲ୍‌ କିମ୍ବା ମେସେଜ୍ ଆସିଛି ସେମାନେ ବ୍ୟାଙ୍କକୁ ଯାଇ ସେମାନଙ୍କର ଏନ୍‌ପିସିଆଇକୁ ପୁନର୍ବାର ଆକ୍ଟିଭ୍