Odia News Portal
Monthly Archives

January 2025

ମହିଳାଙ୍କ ପାଇଁ ଏକ୍ସକ୍ଲ୍ୟୁସିଭ ଇଣ୍ଡଷ୍ଟ୍ରିଆଲ ପାର୍କ  

ମହିଳା ନିବେଶକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ଦୁଇଟି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ମହିଳା ନିବେଶକଙ୍କ ପାଇଁ ଏକ୍ସକ୍ଲୁସିଭ୍ ପାର୍କ ଇଣ୍ଡଷ୍ଟ୍ରିଆଲ୍ ପାର୍କ କରିବେ ରାଜ୍ୟ ସରକାର । ଏହାସହ ଇପିକଲ୍‌ରେ ମହିଳା ନିବେଶକଙ୍କ ପାଇଁ ଖୋଲିବ

ସୁଭଦ୍ରା ଯୋଜନା ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । କହିଲେ ଜାନୁଆରୀ ୨୯ ଓ ୩୦ ବ୍ୟାଙ୍କ ଯାଆନ୍ତୁ

ସୁଭଦ୍ରା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପରାମର୍ଶ । ଜାନୁଆରୀ ୨୯ ଓ ୩୦ ତାରିଖ ବ୍ୟାଙ୍କ ଯାଆନ୍ତୁ । ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ । ଯେଉଁମାନଙ୍କୁ କଲ୍‌ ଆସିଛି, ମେସେଜ୍‌ ଆସିଛି ଯାଆନ୍ତୁ । ଦ୍ୱନ୍ଦ୍ୱ ଦୂର ପାଇଁ ଆବେଦନକାରୀଙ୍କୁ

ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ; ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ

ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିବା ନେଇ ସୂଚନା ମିଳିଛି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ

ଶିଳ୍ପପତିଙ୍କ ପାଇଁ ଓଡ଼ିଶାର ଦ୍ୱାର ସବୁବେଳେ ଖୋଲା ରହିଛି: ମୁଖ୍ୟମନ୍ତ୍ରୀ

ଉତ୍କର୍ଷ ଓଡ଼ିଶା ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଆମ ପାଇଁ ଗର୍ବ ଓ ଗୌରବର ଦିନ| ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉତ୍କର୍ଷ ଓଡ଼ିଶାର ଶୁଭାରମ୍ଭ ହେଉଛି | ୭ ମାସ ମଧ୍ୟରେ ୫ ଥର ଓଡ଼ିଶା ଗସ୍ତ କରିଛନ୍ତି | ଏହା ହିଁ

ଶିଳ୍ପ ମହାକୁମ୍ଭରେ ମୋଦିଙ୍କ ଉଦ୍‌ବୋଧନ,ବିକାଶର ଶିଖର ଛୁଇଁବ ଓଡ଼ିଶା

 ଭୁବନେଶ୍ବର ଜନତା ମଇଦାନରେ ଆରମ୍ଭ ହୋଇଯାଇଛି ୨ ଦିନିଆ ଶିଳ୍ପ ମହାକୁମ୍ଭ ତଥା ଉତ୍କର୍ଷ ଓଡ଼ିଶା କନକ୍ଲେଭ । ଏହି କନକ୍ଲେଭକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି ଜାନୁଆରୀରରେ ମୋର ଦ୍ବିତୀୟ ଓଡ଼ିଶା ଗସ୍ତ ।  ଉତ୍କର୍ଷ ଓଡ଼ିଶା

ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ଦେଶ ବିଦେଶର ବଡ ବଡ ଶିଳ୍ପପତି ସାମିଲ

 ଜନତା ମଇଦାନରେ ଶିଳ୍ପ ମହାକୁମ୍ଭ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଉଦ୍‌ଘାଟିତ । ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହା ପରେ ଉତ୍କଳ ଓଡ଼ିଶା ଗ୍ୟାଲେରୀ ବୁଲି ଦେଖିଛନ୍ତି ମୋଦି । ସେ ୨ ଘଣ୍ଟା ୨୦ ମିନିଟ୍‌ ମାନେ ଦିନ ୧୧ଟାରୁ ୧୨ଟା ୩୦ ଯାଏ ସମ୍ମିଳନୀରେ ରହିବେ । ପ୍ରାୟ

ଡିଏଭି ପୋଖରୀପୁଟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଡିଏଭି ପୋଖରୀପୁଟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟପତାକା ଉତ୍ତୋଳନ କରିଥିଲେ । ବିଶ୍ୱ ଦରବାରରେ ଭାରତ ଏକ ଶକ୍ତିଶାଳୀ ରାଷ୍ଟ୍ର ରୂପେ ପରିଚିତ ହେବା ପାଇଁ ସମସ୍ତଙ୍କର

ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ

ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା ପରେ ପ୍ରକାଶ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଗୁରୁଦାୟିତ୍ୱ ମିଳିଛି,

ବଦଳିଲେ ରାଜ୍ୟ ନିର୍ବାଚନ କମିଶନ: ପୂର୍ବତନ IAS ଙ୍କୁ ମିଳିଲା ଦାୟିତ୍ୱ

ବଦଳିଛନ୍ତି ଓଡ଼ିଶାର ନିର୍ବାଚନ କମିଶନ। ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ଏହି ଦାୟିତ୍ୱ ମିଳିଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ। ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା

JSW ଷ୍ଟିଲ୍ ଓଡ଼ିଶା ଖଣି ବିଭାଗ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳିତ

ଜେ.ଏସ୍.ଡବ୍ଲ୍ଯ଼ୁ. ଷ୍ଟିଲ୍ ଓଡ଼ିଶା ଖଣି ବିଭାଗ ଓ ଏହାର ଖଣି ସ୍ଥଳ ଏବଂ କର୍ପୋରେଟ୍ କାର୍ଯ୍ୟାଳୟରେ 76ତମ ଗଣତନ୍ତ୍ର ଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଭାରତୀୟ ସମ୍ବିଧାନ ଗ୍ରହଣ ଏବଂ ଏକ ସାର୍ବଭୌମ ଗଣରାଜ୍ୟ ଭାବରେ ରାଷ୍ଟ୍ର ପ୍ରତିଷ୍ଠାକୁ ଚିହ୍ନିତ କରିଥିଲା।