ବିରୋଧୀ ଦଳର କଣ୍ଠରୋଧ ନକରି ସରକାରୀ ଦଳକୁ ପ୍ରାଧାନ୍ୟ ଦେଲେ ହଟ୍ଟଗୋଳ ହେବ : ପ୍ରତାପ ଦେବ
ବାଚସ୍ପତି ସୁରମା ପାଢ଼ୀଙ୍କ ତାଗିଦ ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ । ସେ କହିଛନ୍ତି, ବାଚସ୍ପତିଙ୍କ ଉକ୍ତି ହାସ୍ୟାସ୍ପଦ । ବିଧାନସଭା ହେଉଛି ବିରୋଧୀ ଦଳଙ୍କର । ବିରୋଧୀ ଦଳ କୌଣସି ପ୍ରସଙ୍ଗ ଉଠାଇଲେ ସୁରୁଖୁରୁରେ ଚଳାଇବା ବାଚସ୍ପତିଙ୍କ ଦାୟିତ୍ୱ । ହଟ୍ଟଗୋଳ!-->…