ଖୋର୍ଦ୍ଧାରେ ବିସ୍ଫୋରଣ: ତିନି ଗୁରୁତର, ଦୁଇ ଭୁବନେଶ୍ବର ସ୍ଥାନାନ୍ତରିତ
ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ ଘଟି ତିନିଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତାପସ ମଙ୍ଗରାଜଙ୍କ ଘରେ ଏହି ବିସ୍ପୋରଣ ଘଟିଥିବା ଜଣାଯାଇଛି। ସ୍ଥାନୀୟ ଲୋକଙ୍କ କହିବା କଥା ହେଲା ଏହା ବୋମା ବିସ୍ପୋରଣ। ଅପରପକ୍ଷରେ ଏହା ବାଣ ବିସ୍ପୋରଣ ବୋଲି ପୁଲିସ ପକ୍ଷରୁ!-->…