ରାସନ କାର୍ଡ ବୟାନ ପରେ ତେଜିଲା ରାଜନୀତି
ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ। ରାସନ୍ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା। ଆୟକର ଫାଇଲ କରୁଥିବା ବ୍ୟକ୍ତିଙ୍କର ରାସନ୍ କାର୍ଡ କଟିବନି ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ। ଏନେଇ ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର। ଲିଷ୍ଟ ସହ ଡୋର!-->…