ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ
ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି!-->…