‘ନବ ଦାସଙ୍କ ହତ୍ୟା ମାମଲାରେ ପ୍ରକୃତ ଦୋଷୀଙ୍କୁ ଧରାଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ହେବ’
ପ୍ରକୃତ ଦୋଷୀକୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ ବୋଲି ଭରସା ଦେଲେ ମୁଖ୍ୟମନ୍ତ୍ରୀ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ!-->…