ବିଧାନସଭାରୁ କଂଗ୍ରେସର ୧୨ ବିଧାୟକ ନିଲମ୍ବିତ
ବିଧାନସଭାରୁ ୧୨ ଜଣ କଂଗ୍ରେସ ବିଧାୟକ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି । ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ଗୃହରେ ଲଗାତାର ବିଶୃଙ୍ଖଳା ଦେଖାଦେଇଥିଲା । ସେନେଇ କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ!-->…