ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ଟଣ୍ଡନଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ କଲିକତା ହାଇକୋର୍ଟର!-->…